ଏସ୍‌ବିଆଇର ନୂତନ ଅଭିଯାନ

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ( ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଅଭିଯାନ ‘ସେଲ୍‌ଫ-ସବ୍‌ସ୍କ୍ରିପ୍‌ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଗ୍ରାହକମାନଙ୍କୁ ଡିଜିଟାଲ କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍‌ଜେଜେବିୱାଇ ଓ ପିଏମ୍‌ଏସ୍‌ବିୱାଇ ଯୋଜନାରେ ସାମିଲ କରିବା ଲାଗି ଏହି ନୂତନ ସୁବିଧା ବା ଅଭିଯାନର ଆରମ୍ଭ କରାଯାଇଛି। ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ଦୀନେଶ ଖାରା କହିଛନ୍ତି, ଏସ୍‌ବିଆଇର ଗ୍ରାହକମାନଙ୍କ ଲାଗି ପିଏମ୍‌ଜେଜେବିୱାଇ ଓ ପିଏମ୍‌ଏସ୍‌ବିୱାଇ ଯୋଜନାରେ ସାମିଲହେବା ଲାଗି ସେଲ୍‌ଫ-ସବ୍‌ସ୍କ୍ରିପ୍‌ସନର ସୁବିଧା ବା ଅଭିଯାନର ଶୁଭାରମ୍ଭ କରାଯାଇଛି। ବ୍ୟାଙ୍କରେ ଉକ୍ତ ସୁୁବିଧା ଆରମ୍ଭ ହୋଇଥିବାରୁ ଗ୍ରାହକମାନେ ନିଜର ନିକଟସ୍ଥ ଶାଖା କିମ୍ବା ଗ୍ରାହକ ସେବା କେନ୍ଦ୍ର ପରିଦର୍ଶନ ନ କରି ନିଜ ସୁବିଧା ଅନୁଯାୟୀ ଉପରୋକ୍ତ ଯୋଜନାରେ ସାମିଲ ହୋଇପାରିବେ। ବିଶେଷକରି ଗ୍ରାହକମାନଙ୍କୁ ଜନ ସୁରକ୍ଷା ପୋର୍ଟାଲରେ ହିତାଧିକାରୀଙ୍କ ଆକାଉଣ୍ଟ ନମ୍ବର ଓ ଜନ୍ମ ତାରିଖ ଦାଖଲ ସହିତ ପ୍ରିମିୟମ୍‌ ପୈଠ କରିବା ପରେ ବୀମା ସାର୍ଟିଫିକେଟ୍‌ ତତ୍କାଳ ସୃଷ୍ଟି ହେବ। ସେହିଭଳି ପ୍ରଯୁକ୍ତି ଜରିଆରେ ସେବା ପ୍ରଦାନ କରି ଗ୍ରାହକଙ୍କୁ ସଶକ୍ତ କରିବା ଲାଗି ବ୍ୟାଙ୍କ କରୁଥିବା ଉଦ୍ୟମକୁ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏପରିକି ସମସ୍ତ ଯୋଗ୍ୟ ନାଗରିକଙ୍କୁ ପିଏମ୍‌ଜେଜେବିୱାଇ ଓ ପିଏମ୍‌ଏସ୍‌ବିୱାଇ ଯୋଜନାରେ ସାମିଲ କରାଇବା ଲାଗି ଭାରତ ସରକାରଙ୍କ ଉଦ୍ୟମକୁ ଏହି ସୁବିଧା ଆଗକୁ ବଢ଼ାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri