ଟିପିସିଓଡିଏଲ୍‌ର ନୂତନ ସିସିସି ଉଦ୍‌ଘାଟିତ

ଭୁବନେଶ୍ୱର,୫।୭: ଗ୍ରାହକ ଅନୁଭୂତିରେ ଉନ୍ନତି ଆଣିବା ଲାଗି ରହିଥିବା ପ୍ରତିବଦ୍ଧତା ଅନୁସାରେ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ୧୯ତମ ଗ୍ରାହକ ସେବା କେନ୍ଦ୍ର(ସିସିସି) ନିମାପଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଟିପିସିଓଡିଏଲ୍‌ର ନିମାପଡ଼ା ଡିଭିଜନର ସମସ୍ତ ଗ୍ରାହକଙ୍କୁ ଉତ୍କୃଷ୍ଟ ସେବା ପ୍ରଦାନ କରିବା ଲାଗି କମ୍ପାନୀର ରହିଥିବା ପ୍ରତିବଦ୍ଧତା ସ୍ବରୂପ ସିସିସିର ଶୁଭାରମ୍ଭ କରାଯାଇଛି। ସେହିଭଳି ତାଲିମପ୍ରାପ୍ତ କର୍ମଚାରୀମାନଙ୍କ ଏକ ଟିମ୍‌ ଦ୍ୱାରା ଉକ୍ତ ସିସିସି ପରିଚାଳିତ ହେବ। ଏପରିକି ଉକ୍ତ ଗ୍ରାହକ ସେବା କେନ୍ଦ୍ରରେ ନୂତନ ବିଦ୍ୟୁତ୍‌ ସଂଯୋଗ ପାଇଁ ଆବେଦନ, ମାସିକ ବିଲ୍‌ ପ୍ରଦାନ, ଗ୍ରାହକଙ୍କ ପ୍ରଶ୍ନ ଓ ସମସ୍ୟାଗୁଡ଼ିକର ସମାଧାନ ସମେତ ଅନ୍ୟାନ୍ୟ ଗ୍ରାହକ ସମ୍ପର୍କିତ ସେବାଗୁଡ଼ିକ ମଧ୍ୟ ପ୍ରଦାନ କରାଯିବ।
ଅପରପକ୍ଷରେ ନିମାପଡ଼ାସ୍ଥିତ ଗ୍ରାହକ ସେବା କେନ୍ଦ୍ର ମୁଖ୍ୟତଃ ଏହି ଅଳରେ ବାସ କରୁଥିବା ଗ୍ରାମୀଣ ଗ୍ରାହକମାନଙ୍କ ଆବଶ୍ୟକତାକୁ ପୂରଣ କରିବ। ଉତ୍ତମ ଗ୍ରାହକ ସେବା ପ୍ରଦାନ କରିବା ଲାଗି ଏହି ଗ୍ରାହକ ସେବା କେନ୍ଦ୍ରରେ ଉନ୍ନତ ମାନର ସୁବିଧାସୁଯୋଗ ଯଥା କେନ୍ଦ୍ରକୁ ଆସୁଥିବା ଗ୍ରାହକଙ୍କ ସୁଚାରୁ ରୂପେ ପରିଚାଳନା ପାଇଁ ଧାଡ଼ି ପରିଚାଳନା ବ୍ୟବସ୍ଥା, ଏକ ସେଲ୍‌ଫ ହେଲ୍‌ପ କିଓସ୍କ ଏବଂ ସେବା ଉପରେ ଗ୍ରାହକମାନଙ୍କ ମତାମତ ସଂଗ୍ରହ କରିବା ଲାଗି ଏକ ଫିଡ୍‌ବ୍ୟାକ୍‌ ଟ୍ୟାବ୍‌ ଓ ପରାମର୍ଶ ବାକ୍ସ ରହିଛି। ଅନ୍‌ଲାଇନ ପେମେଣ୍ଟ ବିକଳ୍ପ, ସୁରକ୍ଷା ଓ ଅନ୍ୟାନ୍ୟ ସ୍କିମ୍‌ ବିଷୟରେ ଗ୍ରାହକମାନଙ୍କୁ ଅବଗତ କରିବା ଲାଗି ଉକ୍ତ କେନ୍ଦ୍ରରେ ଏକ ଟିଭି ସ୍କ୍ରିନ୍‌ର ବ୍ୟବସ୍ଥା ମଧ୍ୟ ରହିଛି।
ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କହିଛନ୍ତି, ଗ୍ରାହକମାନଙ୍କୁ ଉତ୍ତମ ଅନୁଭୂତି ପ୍ରଦାନ କରିବା ଲାଗି ଆମେ ନିମାପଡ଼ାଠାରେ ଏକ ନୂତନ ଗ୍ରାହକ ସେବା କେନ୍ଦ୍ର ଉଦ୍‌ଘାଟନ କରିଛୁ ବୋଲି ସିଂହ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri