ବେକାବୁ ସ୍ଥିତିରେ କରୋନା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୨୭ ମୃତ

ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୧୪,୪୩୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୯୨୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨ କୋଟି ୧୪ଲକ୍ଷ ୯୧ ହଜାର ୫୯୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୭୬ଲକ୍ଷ ୧୨ ହଜାର ୩୫୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୯ ଲକ୍ଷ ୫୧ହଜାର ୭୩୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୪ ହଜାର ୦୮୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜକୁ ନିଜେ ଗୁଳି କଲେ ଯବାନ

ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍‌ଏଫ୍‌ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ...

ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ

ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ...

ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ...

ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ରାୟଗଡ଼ା,୯।୧: ରାୟଗଡ଼ା ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ବରଣ କରିଛନ୍ତି। ଝୁଲା ପୋଲ ନିକଟରେ ବୁଡ଼ି ୨ ଜଣ ମୃତ୍ୟୁ ବରଣ କରିଥିବା...

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଦୁଇ ଯନ୍ତ୍ରୀ, ଚାକିରିରୁ ହେଲେ ନିଲମ୍ବନ

ବଲାଙ୍ଗୀର, ୯।୧: (ସୁନିଲ କୁମାର ମହାନ୍ତି): ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ...

ରସୁଲଗଡ଼ରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୯।୧: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା...

ମହାନଦୀ ପଠାରେ ପିକ୍‌ନିକ୍‌ ମନା, ଜାଣନ୍ତୁ କଟକର କେଉଁ ସ୍ଥାନ ପର୍ଯ୍ୟନ୍ତ ଲାଗିଲା କଟକଣା

କଟକ,୯ା୧: ମହାନଦୀ ପଠାରେ ପିକ୍‌ନିକ୍‌ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍‌-କଟକ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri