Categories: Video

କେନ୍ଦ୍ରର ନୂଆ ଶିକ୍ଷାନୀତି: ୧୦+୨ ଢାଞ୍ଚା ବଦଳରେ ୫+୩+୩+୪

କେନ୍ଦ୍ର କ୍ୟାବିନେଟ୍ ଆଜି ନୂଆ ଶିକ୍ଷାନୀତି ୨୦୨୦ କୁ ମଂଜୁରୀ ଦେଇଛନ୍ତି । ପ୍ରାୟ ୩୪ ବର୍ଷରେ ପ୍ରଥମ ଥରପାଇଁ ଦେଶରେ ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ନୂଆ ଶିକ୍ଷାନୀତିରେ କରାଯାଇଥିବା ବିଭିନ୍ନ ପରିବର୍ତ୍ତନ ଉପରେ ଆସନ୍ତୁ ନଜର ପକାଇବା ।