Posted inଜାତୀୟ

୧୭ରେ ହରିୟାଣାରେ ଶପଥ ନେବେ ନୂଆ ସରକାର, ସାମିଲ ହେବେ…

ଚଣ୍ଡିଗଡ଼,୧୨ା୧୦: ଆସନ୍ତା ୧୭ ତାରିଖରେ ହରିୟାଣାର ନୂଆ ସରକାର ଶପଥ ନେବେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ପଞ୍ଚକୁଲାରେ ଅନୁଷ୍ଠିତ ହେବ। ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ପୂର୍ବାହ୍ନ ୧୦ଟାରେ ହରିୟାଣା ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳ ଶପଥ ନେବେ।

HARYNA ASSEMBLY ELECTIONS

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଅନ୍ୟ ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟ ଯୋଗଦେବେ। ସେମାନଙ୍କ ସହ ଦଳର ବରିଷ୍ଠ ନେତାମାନେ ମଧ୍ୟ ସମାରୋହରେ ଉପସ୍ଥିତ ରହିବେ। ଏହି ସମୟରେ ସମାରୋହ ପାଇଁ ପରେଡ୍‌ ପଡିଆରେ ପ୍ରସ୍ତୁତି ଚାଲିଛି। ପଞ୍ଚକୁଲାର ଡେପୁଟି କମିଶନର (ଡିସି) ଡ ୟଶ ଗର୍ଗ କହିଛନ୍ତି, ଆମେ ଏହି କାର୍ଯ୍ୟକ୍ରମ ପାଇଁ ସ୍ଥାନ ପ୍ରସ୍ତୁତ କରୁଛୁ।

ଶପଥ ଗ୍ରହଣ ସମାରୋହରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ଡିସିଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ କମିଟି ମଧ୍ୟ ଗଠନ କରାଯାଇଛି। ଏହାର ସର୍ଭେ ଅଭିଯାନରେ ଭାଜପା ସୂଚାଇ ଦେଇଛି ଯେ, ମନୋହର ଲାଲ ଖଟ୍ଟରଙ୍କୁ ମାର୍ଚ୍ଚରେ ମୁଖ୍ୟମନ୍ତ୍ରୀ ଭାବରେ ବଦଳାଇଥିବା ତଥା ଅନ୍ୟ ପଛୁଆ ବର୍ଗରୁ ଆସିଥିବା ନୟାବ ସିଂ ସାଇନି ଯଦି ଦଳ କ୍ଷମତାକୁ ଫେରିବେ ତେବେ ଶୀର୍ଷ ପଦବୀ ପାଇଁ ସେ ବାଛିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ...

କଂଗ୍ରେସ ପାଇଁ ଖରାପ ଖବର

ଚଣ୍ଡିଗଡ଼,୨୨।୧୨: ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ ମୁଣ୍ଡ ଉପରେ ରହିଛି। ଏହି ସମୟରେ...

କେଜ୍‌ରିଓ୍ବାଲଙ୍କ ବିରୋଧରେ ଚାଲିବ ଆଇନଗତ ମକଦ୍ଦମା

ନୂଆଦିଲ୍ଲୀ, ୨୨।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଝଟକା ଲାଗିଛି। ତଥାକଥିତ ଅବକାରୀ ଦୁର୍ନୀତି ମାମଲାରେ...

ଓଡ଼ିଶାରେ ୫୫୯ ବର୍ଗ କି.ମି. ଜଙ୍ଗଲ ବଢ଼ିଛି

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ୨୦୨୧ରୁ ୨୦୨୩ ମଧ୍ୟରେ ସାରା ଭାରତର ୧,୪୪୫ ବର୍ଗ କି.ମି. ଅଞ୍ଚଳରେ ଜଙ୍ଗଲ ବଢ଼ିଛି, ଯାହାକି ଦେଶର ମୋଟ ଭୌଗୋଳିକ କ୍ଷେତ୍ରର ୨୫.୧୭%। ଏଥିରୁ...

ଭୋଟରଙ୍କୁ ନିର୍ବାଚନର ଇଲେକ୍ଟ୍ରୋନିକ୍‌ ଯାଞ୍ଚ ମନା

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ନିର୍ବାଚନରେ ପ୍ରାର୍ଥୀମାନେ କରୁଥିବା ଦୁରୁପଯୋଗକୁ ରୋକିବା ନିମନ୍ତେ ସିସିଟିଭି କ୍ୟାମେରା, ଓ୍ବେବ୍‌କାଷ୍ଟିଂ ଫୁଟେଜ୍‌ ସହ ଭିଡିଓ ରେକର୍ଡିଂ ଆଦି ଇଲେକ୍ଟ୍ରୋନିକ୍‌ ରେକର୍ଡଗୁଡ଼ିକୁ ଜନସାଧାରଣ ଆଉ...

ଭୁଶୁଡ଼ିଲା ବହୁତଳ ବିଲ୍ଡିଂ: ଅନେକ ଫସିଥିବା ଆଶଙ୍କା

ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲି ଜିଲାର ସୋହାନା ଗ୍ରାମରେ ଏକ ବହୁତଳ ବିଲ୍ଡିଂ ଶନିବାର ଭୁଶୁଡ଼ି ପଡ଼ିଛି। ଭଗ୍ନାବଶେଷ ତଳେ ଅନେକ ଫସିରହିଥିବା ଆଶଙ୍କା କରାଯାଉଥିବା ବେଳେ...

ଭକ୍ତଙ୍କୁ ଆଇ ଫୋନ୍‌ ଫେରାଇବାକୁ ମନାକଲା କନ୍ଦସ୍ବାମୀ ମନ୍ଦିର ପ୍ରଶାସନ

ଚେନ୍ନାଇ, ୨୧।୧୨: ତାମିଲନାଡ଼ୁର ଚେନ୍ନାଇ ଉପକଣ୍ଠ ଥିରୁପୋରୁରସ୍ଥିତ ଅରୁଲ୍‌ମିଗୁ କନ୍ଦସ୍ବାମୀ ମନ୍ଦିରରୁ ଏକ ଅଜବ ଘଟଣା ସାମ୍‌ନାକୁ ଆସିଛି। ବିନାୟଗପୁରମ ନିବାସୀ ଦୀନେଶ ଗତ ମାସରେ...

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri