ଆସିଲା ପୁରୀବାସୀଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌

ପୁରୀ ଅଫିସ,୨୭।୧୦: ପୁରୀବାସୀଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନକୁ ନେଇ ଆସିଲା ନୂଆ ଗାଇଡ୍‌ଲାଇନ୍‌। ତଦନୁଯାୟୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ପୁରୀବାସୀ। ନଭେମ୍ବର ୧ରୁ ପୁରୀବାସୀଙ୍କୁ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିଛି। ସେହିଭଳି ସେମାନେ ଉତ୍ତର ଦ୍ୱାର ଦେଇ ମନ୍ଦିରରୁ ପ୍ରସ୍ଥାନ କରିବେ। ଏଥିପାଇଁ ଆର୍‌ଟିପିସିଆର୍‌ ନେଗେଟିଭ୍‌ ରିପୋର୍ଟ ନଚେତ ଡବଲ୍‌ ଡୋଜ୍‌ ଟିକା ସାର୍ଟିଫିକେଟ ଆବଶ୍ୟକ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ବୁଧବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ...

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ...

ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ...

ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା...

ଆହାର ଉପରେ ପାହାର ଦେଲା ଅଦିନିଆ ବର୍ଷା, କ୍ଷେତରେ ଜଳମଗ୍ନ ହୋଇ ପଡ଼ିଥିବା ପାଚିଲା ଧାନର ସମୀକ୍ଷା କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨୨।୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି। କଟା ହୋଇଥିବା ଧାନ ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri