ଲକଡାଉନକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟସରକାର । ଜୁଲାଇ ୧ ପର୍ଯ୍ୟନ୍ତ ରାଜ୍ୟରେ କଟକଣା ବଳବତ୍ତର ରହିବ । ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି । ଏ ନେଇ ଆଜି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।