ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ରାସ୍ତା ନିର୍ମାଣରେ ଆସିବ ନୂଆ ନୀତି, ବିନା ଅନୁମତିରେ ରାସ୍ତା ଖୋଳିଲେ…

ଭୁବନେଶ୍ୱର,୧୬ା୧୧: ରାସ୍ତା ନିର୍ମାଣରେ ନୂଆ ନୀତି ଆସିବ। ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ନୀତି ପ୍ରଣୟନ ପାଇଁ ଗୁରୁତ୍ୱ ଦିଆଯାଉଛି। ପୁରୁଣା ରାସ୍ତା ମରାମତି ପାଇଁ ଗଠନ କର୍ପସ ପାଣ୍ଠି ହେବ। ୨୦୨୯ ସୁଦ୍ଧା ଶହେ ଲୋକ ଥିବା ଗାଁକୁ ସବୁଦିନିଆ ରାସ୍ତା ହେବ। ବିନା ଅନୁମତିରେ ରାସ୍ତା ଖୋଳିଲେ ଜରିମାନା ଲାଗୁ  ହେବ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଜାତୀୟ ରାଜପଥ, ରାଜ୍ୟ ରାଜପଥକୁ ମିଶାଇ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ନଗର ଉନ୍ନୟନ, ପଞ୍ଚାୟତିରାଜ ଏବଂ ବିଭିନ୍ନ ମହାନଗର ନିଗମ ଅଧୀନରେ ଅନେକଗୁଡ଼ିଏ ରାସ୍ତା ରହିଛି । ଅନେକ ସମୟରେ ସମନ୍ବୟ ଅଭାବ ଯୋଗୁ ରାସ୍ତା ନିର୍ମାଣ ଓ ମରାମତି ନେଇ ସମସ୍ୟା ସୃଷ୍ଟି ହେଉଛି । ଏହାର ନିରାକରଣ ସହିତ ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ରାସ୍ତା ନିର୍ମାଣ ନେଇ ସ୍ବତନ୍ତ୍ର ନୀତି ପ୍ରଣୟନର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ଏହାଛଡ଼ା ୨୦୨୯ ସୁଦ୍ଧା ୧୦୦ ଜନସଂଖ୍ୟାବିଶିଷ୍ଟ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣକୁ ସୁନିଶ୍ଚିତ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ...

ଓଡ଼ିଶାରେ ୧୧0 ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଳାବାଈ

ଭୁବନେଶ୍ୱର,୧୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଳାବାଈ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଳାବାଈର ଜେନେରାଲ ମ୍ୟାନେଜର ୧୭୦ ରୋଡ...

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି।...

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ...

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର...

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ...

ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri