ବିଏମ୍‌ଏଫ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୪ା୬: ବନ୍ଧନ ମ୍ୟୁଚୁଆଲ ଫଣ୍ଡ୍‌ (ବିଏମ୍‌ଏଫ୍‌) ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସ ଫଣ୍ଡ୍‌’କୁ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା ଏକ ଓପନ୍‌-ଏଣ୍ଡେଡ୍‌ ଇଣ୍ଡେକ୍ସ ସ୍କିମ୍‌ ହୋଇଥିଲାବେଳେ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସକୁ ମଧ୍ୟ ଟ୍ରାକ୍‌ କରୁଥାଏ। ବନ୍ଧନ ଏଏମ୍‌ସିର ସିଇଓ ବିଶାଲ କପୁର କହିଛନ୍ତି, ଟୋଟାଲ ମାର୍କେଟ ଫଣ୍ଡ୍‌ ବିଷୟବସ୍ତୁ ଏହାର ସରଳତା ଓ ବ୍ୟାପକ କଭରେଜ ପାଇଁ ଅନ୍ତର୍ଜାତୀୟସ୍ତରରେ ଲୋକପ୍ରିୟତା ହାସଲ କରିଥିବାବେଳେ ବିଶ୍ୱର କିଛି ସର୍ବବୃହତ୍‌ ଇଟିଏଫ୍‌ ବର୍ତ୍ତମାନ ଟୋଟାଲ ମାର୍କେଟ ଫଣ୍ଡ୍‌ ଅଟନ୍ତି। ୨୦୨୪ ଜୁନ୍‌ ୨୪ରେ ଏହି ନୂଆ ଫଣ୍ଡ୍‌ ଅଫର୍‌ (ଏନ୍‌ଏଫ୍‌ଓ) ଖୋଲିବାକୁ ଥିବାବେଳେ ୨୦୨୪ ଜୁଲାଇ ୫ରେ ବନ୍ଦ ହେବ। ବନ୍ଧନ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସ ଫଣ୍ଡରେ ଲାଇସେନ୍ସପ୍ରାପ୍ତ ମ୍ୟୁଚୁଆଲ ଫଣ୍ଡ ବିତରଣକାରୀ ଓ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମ ମାଧ୍ୟମରେ ଏବଂ ସିଧାସଳଖ ଏହି ଫଣ୍ଡରେ ନିବେଶ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri