ଫୋନ୍‌ପେର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଡିଜିଟାଲ ଫାଇନାନ୍ସ ପ୍ଲାଟ୍‌ଫର୍ମ ‘ଫୋନ୍‌ପେ’ର ନୂତନ ଉତ୍ପାଦ ‘ଜୀବନ ବୀମା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ଲାଟ୍‌ଫର୍ମରେ ପୂର୍ବ-ଅନୁମୋଦିତ ଟର୍ମ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ଫିଚରକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ (ଅନାବରଣ) କରାଯାଇଛି। ସେହିଭଳି ପଲିସି କ୍ରୟ ସମୟରେ ଆୟ ପ୍ରମାଣର ଆବଶ୍ୟକତାକୁ ଛାଡ଼କରି ଲକ୍ଷ ଲକ୍ଷ ଭାରତୀୟଙ୍କ ପାଇଁ ବୀମା କଭରେଜକୁ ଅଧିକ ସହଜ ଏବଂ ସୁଲଭ କରିବା ଏହି ଫିଚରର ଲକ୍ଷ୍ୟ ରହିଛି। ଏହି ନୂତନ ଉତ୍ପାଦ ଶୁଭାରମ୍ଭ ସହ ଫୋନ୍‌ପେ ଭାରତରେ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣର ଏକ ନୂତନ ଯୁଗ ଆରମ୍ଭ କରିଛି; ଯେଉଁଥିରେ ବ୍ୟାପକ ଆୟ ଯାଞ୍ଚର ଆବଶ୍ୟକତା ବିନା ଜୀବନ ବୀମା କଭରେଜ୍‌ରେ ଶୀଘ୍ର ଏବଂ ସୁବିଧାଜନକ ପହଞ୍ଚତ୍ର ଅତିରିକ୍ତ ଲାଭ ଅନ୍ତର୍ଭୁକ୍ତ କରାଯାଇଛି। ଏ ସମ୍ପର୍କରେ ଫୋନ୍‌ ପେ ଇନ୍‌ସ୍ୟୁରାନ୍ସ ବ୍ରୋକିଂ ସର୍ଭିସେସ୍‌ର ସିଇଓ ବିଶାଲ ଗୁପ୍ତା କହିଛନ୍ତି, ଆମ ପ୍ଲାଟ୍‌ଫର୍ମରେ ପୂର୍ବ ଅନୁମୋଦିତ ସମ୍‌ ଆସ୍ୟୁରାନ୍ସ (ପିଏଏସ୍‌ଏ) ଫିଚରର ଶୁଭାରମ୍ଭ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ବିଭିନ୍ନ ସାମାଜିକ-ଅର୍ଥନୈତିକ ସ୍ତରରେ ଭାରତୀୟମାନଙ୍କ ପାଇଁ ଉତ୍ପାଦଗୁଡ଼ିକୁ ଅଧିକ ସୁଲଭ ଏବଂ ସୁଗମ କରି ପୂର୍ବରୁ କମ୍‌ ସେବା ପାଇଥିବା ଗ୍ରାହକମାନଙ୍କୁ ଜୀବନ ବୀମା କ୍ଷେତ୍ରରେ ଆଣିବା ଉଦ୍ଦେଶ୍ୟରେ ଏହାକୁ ଶୁଭାରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri