ଆଜି ସରିବ ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌

ଭୁବନେଶ୍ୱର,୬।୮: ଦୀର୍ଘ ୬୬ ଦିନର ସଫଳ କାରବାର ଓ ଉତ୍ସାହଜନକ ଭିଡ ପରେ ମଧ୍ୟ ନ୍ୟୁ ରାଜସ୍ଥାନ କଟନ ଫାବ ପ୍ରଦର୍ଶନୀ ଆଜି (ମଙ୍ଗଳବାର) ଶେଷ ହେବାକୁ ଯାଉଛି ବୋଲି ମେଳାର ଆୟୋଜକ ହରିୟାଣାର କାମଧେନୁ ଖଦୀ ଉଲ ପାନିପଥ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏପରିକି ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ‘ନ୍ୟୁ ରାଜସ୍ଥାନ କଟନ ଫାବ-୨୦୨୪ ପ୍ରଦର୍ଶନୀ’ର କାରବାର ବେଶ୍‌ ଉତ୍ସାହଜନକ ରହିଥିଲା। ଏପରିକି ୨୦୨୪ ଜୁନ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଏହାରି ମଧ୍ୟର ୬୬ଦିନ ଅତିକ୍ରମ କରିସାରିଥିବାବେଳେ ମେଳାର ଉତ୍ସାହକୁ ଦେଖି ଆୟୋଜକ ମେଳାର ଅବଧିକୁ ମଧ୍ୟ ନିକଟରେ ବୃଦ୍ଧି କରିଥିଲେ। ବିଶେଷ କରି ପ୍ରତିଦିନ ସଂଧ୍ୟାରେ ସ୍ମାର୍ଟସିଟି ଭୁବନେଶ୍ୱରବାସୀ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ ଫାବ-୨୦୨୪ ପ୍ରଦର୍ଶନୀରେ ଭିଡ ଜମାଉଛନ୍ତି। ସେହିଭଳି ଏହି ପ୍ରଦର୍ଶନୀ’ରେ ଓଡିଶାର ବୟନିକା ସମେତ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜରାଟ, ମଧ୍ୟପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ ଏବଂ ଜମ୍ମୁ ଆଣ୍ଡ କଶ୍ମୀର ଭଳି ରାଜ୍ୟର ହାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ବ୍ୟବସାୟୀମାନେ ମୋଟ ୬୦ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ଓ ବିକ୍ରି କରୁଥିବା କାମଧେନୁ ଖଦି ଉଲ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri