ଟିପିସିଓଡିଏଲ୍‌କୁ ନୂତନ ମାନ୍ୟତା

ଭୁବନେଶ୍ୱର,୧୧।୯ (ଅଭୟ ଦାଶ): ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟି ପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ)କୁ ନିକଟରେ ଆଉ ସଫଳତା ସହ ନୂତନ ମାନ୍ୟତା ପ୍ରଦାନ କରାଯାଇଛି। ଏପରିକି କମ୍ପାନୀର କାର୍ଯ୍ୟପରିସର ମଧ୍ୟରେ ଜିଆଇଏସ୍‌ ମୂତୟନର ସଫଳତା କାର୍ଯ୍ୟକାରିତାକୁ ନୂଆ ମାନ୍ୟତା ପ୍ରଦାନ ସହ ସମ୍ମାନିତ ମଧ୍ୟ କରାଯାଇଛି।
ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ଆୟୋଜିତ ୟୁସି ୨୦୨୪-ଇଏସ୍‌ଆରଆଇ ଇଣ୍ଡିଆ ୟୁଜର୍‌ ସମ୍ମିଳନୀରେ ଟିପିସିଓଡିଏଲକୁ ମାନ୍ୟତା ପୂର୍ବକ ସମ୍ମାନିତ କରାଯାଇଛି। ବିଶେଷ କରି ‘ଶକ୍ତି ଶିଖର ସମ୍ମିଳନୀ: ଜିଆଇଏସ୍‌ ସହ ୟୁଟିଲିଟିଙ୍କ ସଶକ୍ତୀକରଣ’ରେ ଯୋଗ ଦେଇ ଟିପିସିଓଡିଏଲର ଜିଆଇଏସ୍‌ ମୁଖ୍ୟ ଧ୍ରୁବ ବାନାର୍ଜୀ ଟିପିସିଓଡିଏଲ୍‌ ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି।
ଏ ସମ୍ପର୍କରେ ଟିପିସିଓଡିଏଲର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ଆମର ବ୍ୟାପକ ଜିଆଇଏସ୍‌ ମୂତୟନକୁ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଆମେ ଗର୍ବିତ, ଯାହା ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବ୍ୟାପକ ଭୌଗଳିକ ଆକାର ଦୃଷ୍ଟିରୁ ସ୍ବତନ୍ତ୍ର। ଇଏସ୍‌ଆରଆଇ ଜିଆଇଏସ୍‌ ଭଳି ଅତ୍ୟାଧୁନିକ ପ୍ରଯୁକ୍ତିକୁ ବ୍ୟବହାର କରିବା ଦ୍ୱାରା ପରିଚାଳନା ଦକ୍ଷତାରେ ଉନ୍ନତି ହୋଇଥିବା ବେଳେ ୩୦,୦୦୦ବର୍ଗ କିଲୋମିଟର ଅଞ୍ଚଳରେ ଆମ ଗ୍ରାହକଙ୍କୁ ଉନ୍ନତ ସେବା ପ୍ରଦାନ କରାଯାଇପାରିଛି। ଏହି ସଫଳତା ବିଦ୍ୟୁତ ବଣ୍ଟନ କ୍ଷେତ୍ରରେ ଉତ୍କର୍ଷ ହାସଲ ଓ ଅଭିନବ ପ୍ରଯୁକ୍ତି ଗ୍ରହଣ ଓ ମୂତୟନ ପାଇଁ ଆମର ରହିଥିବା ପ୍ରତିବଦ୍ଧତାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଷ୍ଟକ୍‌ ମାର୍କେଟର ଐତିହାସିକ ରେକର୍ଡ

ମୁମ୍ବାଇ,୨୧।୯: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ ମାକେର୍ଟ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri