ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ରେ ବିଜେଡି ସଭାପତି  ନିର୍ବାଚନ: ୩ ବରିଷ୍ଠ ନେତାଙ୍କ ନାଁକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୧୨।୪: ଆସନ୍ତା ୧୯ରେ ବିଜେଡି ସଭାପତି  ନିର୍ବାଚନ ହେବ ଏଥର ନୂଆ ଢାଞ୍ଚାରେ ସଂଗଠନ ଗଢ଼ିବ ବିଜେଡି । ପୁଣି ନବୀନ ସଭାପତି ନିର୍ବାଚିତ ହେବେ...

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ...

ଗୋଟିଏ ଗାଡ଼ିକୁ ପିଛା କରୁଥିଲା ପାଟ୍ରୋଲିଂ ଗାଡ଼ି: ଆଗ ଗାଡ଼ିରୁ ଅବକାରୀ ଗାଡ଼ିକୁ ହେଲା ଗୁଳିମାଡ଼ , ପରେ ଫିଲ୍ମ ଷ୍ଟାଇଲରେ…

ସୁନ୍ଦରଗଡ,୧୨।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ମଶାବିରା ରାସ୍ତାରେ ଶନିବାର ସକାଳେ ଅବକାରୀ ବିଭାଗର ଗାଡି ଉପରକୁ ଗୁଳି ମାଡ ହୋଇଛି।...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image