ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ...

ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍‌ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର...

ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ...

ସ୍କୁଲ୍ ବନ୍ଧା ପକାଇ ଖାଇଗଲେ ଟଙ୍କା: କୋଠା ଦଖଲ କଲା ଫାଇନାନ୍ସ କମ୍ପନୀ

ପୁରୁଷୋତ୍ତମପୁର,୨୧ା୧୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଥିବା ସର୍ବପୁରାତନ ଶାଶ୍ବତ ଶିଶୁମନ୍ଦିରରେ ଏକ ବଡ ଘୋଟାଲା ଘଟଛି। ଯାହାକି ଶନିବାର ଭୂବନେଶ୍ବରର ଭର୍ତ୍ତିନା ଫାଇନାନ୍ସ...

ରମ୍ଭା ପୋଲିସକୁ ବଡ଼ ସଫଳତା, ମନ୍ଦିର ଚୋରୀ ଘଟଣାର ହଟିଲା ପରଦା

ଗଞ୍ଜାମ, ୨୧ା୧୨: (ବିଦ୍ୟାଧର ସାହୁ ): ଗତ କିଛି ମାସ ତଳେ ରମ୍ଭା ଓ ଗଞ୍ଜାମ ଅଞ୍ଚଳ ଶିବ ମନ୍ଦିର ଗୁଡିକରୁ ଲୁଟ ଘଟଣାରେ ରମ୍ଭା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି...

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌...

ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri