Categories: ଖେଳ

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ ବ୍ୟାଟିଂ ନିଷ୍ପତ୍ତି..

ମେଲବୋର୍ନ,୯।୧୧ : ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ପାକିସ୍ତାନ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ସିଡନୀ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲମସନ ବିଜୟ ପରେ ଟାଇଟଲ ହାସଲ ପାଇଁ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଟିମ୍‌ ପାକିସ୍ତାନ ଅଧିନାୟକ ବାବର ଆଜମ୍‌ଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଛନ୍ତି।

Share