Posted inଫୁରସତ

ବିଲେଇ ରାମ୍ପୁଡିବାରୁ ଚାଲିଗଲା ଜୀବନ

ବିଲେଇ ରାମ୍ପୁଡି ଦେବାରୁ ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଛି। ବିଲେଇ ସବୁଠାରୁ ଅଧିକ ଘରେ ପାଳୁଥିବା ପ୍ରାଣୀ ହୋଇଥିବାବେଳେ ଏହା ଯୋଗୁ କାହାର ମୃତ୍ୟୁ ହୋଇଯିବା ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏପରି ଘଟଣା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା ପୁରା ମାମଲା।

ଏକ ବୁଲା ବିଲେଇ ରାମ୍ପୁଡି ଦେବାରୁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବୈଜ୍ଞାନିକଙ୍କନୁସାରେ ଆଲାକ୍ସାପୋକ୍ସ ଭାଇରାସ ସଂକ୍ରମଣ ଦ୍ୱାରା ଏପରି ଘଟଣା ଦେଖିବାକୁ ମିଳିଛି। ତେବେ ଏହା ପ୍ରଥମ ଘଟଣା ଯାହାଦ୍ୱାରା ଏହି ଭାଇରସ ସଂକ୍ରମଣରେ କାହାର ଜୀବନ ଯାଇଛି। ବିଲେଇ ରାମ୍ପୁଡିବାରୁ ଏହି ଭାଇରାସ ତାଙ୍କ ଶରୀରରେ ସଞ୍ଚରି ଯାଇଥିଲା। ଯେଉଁଥିରେ ତାଙ୍କ ରୋଗ ପ୍ରତିରୋଧକ ଶକ୍ତି କମିଯିବାରୁ ମୃତ୍ୟୁ ହେଲା।

ତେବେ ଏହି ଭାଇରସ ସଂକ୍ରମିତ ହୋଇ ବ୍ୟାପେ କି ନାହିଁ ଏନେଇ ବୈଜ୍ଞାନିକଙ୍କ ପାଖରେ କୌଣସି ତଥ୍ୟ ନ ଥିବାବେଳେ ଘା’ ସ୍ଥାନକୁ ପଟିରେ ବାନ୍ଧି ରଖିଲେ ଏହାକୁ ସଂକ୍ରମଣକୁ ରୋକାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ପ୍ରଥମଥର କେବେ ଏୟାରଷ୍ଟ୍ରାଇକ୍‌ କରିଥିଲା ଭାରତ: ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ୧୯୪୭ ମସିହାରେ ଭାରତରୁ ଅଲଗା ହେବା ପରେ ପାକିସ୍ତାନ ଏକ ନୂତନ ଦେଶ ହୋଇଥିଲା। ସେବେଠାରୁ, ଉଭୟ ଦେଶ ପରସ୍ପରର ଶତ୍ରୁ ହୋଇ ରହିଛନ୍ତି।...

ଭାରତରେ ତିଆରି ହୋଇଛି ବିନା ସିମେଣ୍ଟରେ ଦୁନିଆର ପ୍ରଥମ ବିଳାସପୂର୍ଣ୍ଣ ମହଲ, ଜାଣିଲେ…

ଘର, ବାଣିଜି୍ୟକ କୋଠା ଏବଂ ଉଚ୍ଚ କୋଠା ନିର୍ମାଣ ପାଇଁ ଏକ ବିଶେଷ ତଥା ଦୃଢ଼ କଂକ୍ରିଟର ଆବଶ୍ୟକ। ଯାହା ଇଟା, ପଥର, ବଜୁରି, ବାଲି,...

୬ ବର୍ଷ କାମ ନ କରି ମିଳିଲା ୩୬ ଲକ୍ଷ ଟଙ୍କା ଦରମା

ମାଡ୍ରିଡ୍‌: ସମସ୍ତେ ଭ୍ରମଣ କରିବାକୁ ପସନ୍ଦ କରିଥାନ୍ତି। ତେବେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ବହୁ ଲୋକଙ୍କୁ ଭ୍ରମଣ ପାଇଁ ଛୁଟି ମିଳି ନ ଥାଏ। ସେହିପରି...

୩୦ ହଜାର ଟଙ୍କା ଅଧିକ ଦରମାରେ ଆସି ପଶ୍ଚାତାପ କଲେ କର୍ମଚାରୀ, ସୋସିଆଲ ମିଡିଆରେ କହିଲେ ମୁଁ ବରବାଦ ହୋଇଗଲି

ଅଧିକାଂଶ ଟେକ୍‌ ପ୍ରଫେଶନାଲ ଦେଶର ଆଇଟି ହବ୍‌ ବେଙ୍ଗାଲୁରୁରେ କାମ କରନ୍ତି ଏବଂ ମାସିକ ମୋଟା ଅଙ୍କର ଦରମା ବି ପାଆନ୍ତି। ବେଙ୍ଗାଲୁରୁ ଏହି ଟେକ୍‌...

ଓଡ଼ିଶାର ଟପ୍ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

Pakistan Richest Person: ପାକିସ୍ତାନର ସବୁଠୁ ଧନୀ ବ୍ୟକ୍ତି କିଏ ଜାଣନ୍ତୁ, ସାରା ବିଶ୍ୱରେ ବିଛାଇଛନ୍ତି କମ୍ପାନୀ

ଇସଲାମାବାଦ୍‌,୨୦।୩: ଗରିବ ପାକିସ୍ତାନୀଙ୍କ ଅବସ୍ଥା ବିଷୟରେ ସାରା ବିଶ୍ୱ ଜାଣେ। ପଡ଼ୋଶୀ ଦେଶର ଋଣ ପ୍ରତି ପାଞ୍ଚ ବର୍ଷରେ ଦ୍ୱିଗୁଣିତ ହୁଏ। ଏହା ଉପରେ, ୧୯୯୭...

ଏହି କୁକୁରର ଦାମ୍‌ ଜାଣିଲେ ପାଦତଳୁ ଖସିଯିବ ମାଟି, ମାଲିକ କୁହନ୍ତି…

ବେଙ୍ଗାଲୁରୁର ଜଣେ ବ୍ୟକ୍ତି ବିଶ୍ୱର ସବୁଠାରୁ ମହଙ୍ଗା କୁକୁର କିଣି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଏହି କୁକୁରର ଦାମ୍‌ ଜାଣିଲେ ପାଦତଳୁ ମାଟି ଖସିଯିବ। ତେବେ...

ଜୀବନ ଧନ ମୋ ପଖାଳ କଂସା

ଭୁବନେଶ୍ୱର,୨୦ା୩(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ପ୍ରତ୍ୟେକ ଓଡ଼ିଆର ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ କି ସହର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image