Advertisement

ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନୂଆଦିଲ୍ଲୀ,୬।୬:ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀରୁ ଡାକରା ହୋଇଛି। ଫଳରେ ଆଜି ଭାଜପାର ୨୦ ଏମ୍‌ପି ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଭାଜପାର ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁନ୍‌୮ରେ ମୋଦିଙ୍କ ଶପଥ ଉତ୍ସବରେ ମଧ୍ୟ ଏମ୍‌ପି ସାମିଲ ହେବେ। ଏହାସହ ସେଠାରେ କେନ୍ଦ୍ରୀୟ ନେତାଙ୍କୁ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share