ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର

ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ, ମଧ୍ୟପ୍ରଦେଶର ନିକିତା ପୋରୱାଲଙ୍କୁ ଏହି ଆଖ୍ୟା ମିଳିଛି। ଏହି କାର୍ଯ୍ୟକ୍ରମ ମୁମ୍ବାଇର ୱର୍ଲିରେ ଆୟୋଜିତ ହୋଇଥିଲା। ନିକିତା ଜଣେ ଅଭିନେତ୍ରୀ, ଯିଏ ୧୮ବର୍ଷ ବୟସରୁ ଅଭିନୟ କରିଆସୁଛନ୍ତି। ୟୁନିଅନ ଟେରିଟୋରୀକୁ ପ୍ରତିନିଧିତ୍ୱ କରୁଥିବା ରେଖା ପାଣ୍ଡେ ଏହି ଇଭେଣ୍ଟରେ ଦ୍ୱିତୀୟ ରନର୍‌ ଅପ ହୋଇଥିଲେ। ନିକିତା ଟେଲିଭିଜନ ଆଙ୍କର୍‌ ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ତେବେ ସେ ଆଗକୁ ‘ଚାମ୍ବଲ ପ୍ୟାର୍‌’ ଫିଲ୍ମରେ ନଜର ଆସିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିସିଙ୍କ ସ୍ବାମୀ ନିକ୍‌ଙ୍କ ଜୀବନ ପ୍ରତି ବିପଦ! କନସର୍ଟ ଅଧାରୁ ଷ୍ଟେଜ୍‌ ଛାଡ଼ି ଦୌଡ଼ିଲେ…

ଲଣ୍ଡନ: ବଲିଉଡ୍‌ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ପପ୍‌ଷ୍ଟାର ନିକ୍‌ ଜୋନାସଙ୍କ ଜୀବନ ପ୍ରତି ବିପଦ। ନିକଟରେ ‘ଜୋନାସ୍‌ ବ୍ରଦର୍ସ’ଙ୍କର ଏକ କନ୍‌ସର୍ଟ...

ପିଲାଙ୍କ ସାମ୍ନାରେ ପୋଷାକ ବଦଳାଇବା ଯୌନ ନିର୍ଯାତନା ସହ ସମାନ: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧୭।୧୦: ପିଲାଙ୍କ ସାମ୍ନାରେ ପୋଷାକ ବଦଳାଇବା କିମ୍ବା ଶାରୀରିକ ସମ୍ପର୍କ ରଖିବା ଯୌନ ନିର୍ଯାତନା ସହ ସମାନ। ଏକ ମାମଲାର ଶୁଣାଣିବେଳେ କୋର୍ଟ ଏପରି ବଡ଼...

ଜଷ୍ଟିସ୍ ସଂଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି! ନାଁ ସୁପାରିଶ କଲେ CJI ଡି.ୱାଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ, ୧୭ା୧୦: ଭାରତର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଗୁରୁବାର ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ୍ ସଂଜୀବ ଖାନ୍ନାଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିଶ...

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ

ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଭିଆଇପିଙ୍କ ସୁରକ୍ଷାରୁ ହଟିବେ NSG କମାଣ୍ଡୋ

ନୂଆଦିଲ୍ଲୀ,୧୬।୧୦: ଦେଶର ଭିଆଇପି ବ୍ୟକ୍ତିତ୍ୱଙ୍କ ସୁରକ୍ଷା ପାଇଁ ନିୟୋଜିତ NSG କମାଣ୍ଡୋଙ୍କ ସମ୍ପର୍କରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ...

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା...

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ...

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri