ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ..

ପୁରୀ,୧୭ା୩: ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଶ୍ରୀମନ୍ଦିରର ନୀଳଚକ୍ରରେ ଉଡୁଥିବା ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠି। ଶୂନ୍ୟ ଗଣ୍ଠି ପଡ଼ିଥିବା ବାନାକୁ ଅତ୍ୟନ୍ତ ଶୁଭ ଏବଂ ମଙ୍ଗଳ କାରକ ବୋଲି ଶ୍ରଦ୍ଧାଳୁ କହିଛନ୍ତି।

ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ। ଅନ୍ୟପକ୍ଷେ ଶ୍ରଦ୍ଧାଳୁ ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠିକୁ ଦେଖି ଶୋଭାଗ୍ୟ ଲାଭ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି...

ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି...

ଓଡ଼ିଶାର ଶ୍ରେଷ୍ଠ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image