Posted inଜାତୀୟ

ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରାଯାଉ: ଜେଡିୟୁ ବିଧାୟକଙ୍କ ଦାବି

ପାଟନା,୧୮।୧୨: ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଇଣ୍ଡିଆ ଆଲାଏନ୍ସ ବୈଠକ ପୂର୍ବରୁ ଜନତା ଦଳ (ୟୁନାଇଟେଡ) ବିଧାୟକ ରିଙ୍କୁ ସିଂ ଏକ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ। ଅନ୍ୟ କୌଣସି ଚେହେରା ନାହିଁ ଯିଏ ଭାରତକୁ ଜିତାଇ ପାରିବ। ତେଣୁ ଆସନ୍ତାକାଲିର ବୈଠକରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଘୋଷିତ କରାଯିବା ଉଚିତ୍‌ ବୋଲି ରିଙ୍କୁ କହିଛନ୍ତି। ସେ ଏକ ଭିଡିଓ ମାଧ୍ୟମରେ ଏହି ଦାବି କରିଛନ୍ତି।
ସୂଚନାଯୋଗ୍ୟ, ଦିଲ୍ଲୀରେ ଇଣ୍ଡିଆ ଆଲାଏନ୍ସ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଲାଲୁ ପ୍ରସାଦ ଦିଲ୍ଲୀ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି।...

ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର...

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ...

ସୁପ୍ରିୟା ସୁଲେଙ୍କ କଟାକ୍ଷ, ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତିନି ଅଜିତ…

ମୁମ୍ବାଇ,୨୩।୧୦:ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଶାସକ ଦଳ ମହାୟୁତି ଏବଂ ବିରୋଧୀ ମହାବିକାଶ ଅଗାଡି ସିଟ୍‌ ବୁଝାମଣାକୁ...

ବନ୍ଦ ହୋଇଯିବ ସମସ୍ତ ମାଗଣା ସରକାରୀ ଯୋଜନା! ମାଗଣାରେ ମିଳୁଥିବା ରାଶନ ବି….

ନୂଆଦିଲ୍ଲୀ, ୨୩।୧୦: ଦିପାବଳୀ ପୂର୍ବରୁ ସମସ୍ତଙ୍କୁ ଝଟ୍‌କା ଦେବାଭଳି ଖବର ସମସ୍ତଙ୍କୁ ଚିନ୍ତାରେ ପକାଇଛି। ହଁ, ଯଦି ଏହା ଠିକ୍‌ ତେବେ ଶୀଘ୍ର ସମସ୍ତ ମାଗଣା...

ବିସ୍ଫୋରଣରେ ଥରି ଉଠିଲା ରାଜଧାନୀ, ଜଣେ ମୃତ ୩ ଗୁରୁତର

ନୂଆଦିଲ୍ଲୀ,୨୩।୧୦: ସକାଳୁ ସକାଳୁ ଏକ ବିସ୍ଫୋରଣ ରାଜଧାନୀ ଦିଲ୍ଲୀକୁ ଥରାଇ ଦେଇଛି। ବୁଧବାର ସକାଳେ ଦିଲ୍ଲୀର ବସନ୍ତ କୁଞ୍ଜରେ ଏକ ଘରେ ହଠାତ୍‌ ବିସ୍ଫୋରଣ ଘଟିଥିଲା।...

କଂଗ୍ରେସକୁ ବଡ଼ ଅଫର୍‌ ଦେଲେ ଅଖିଳେଶ: ସମାଧାନ ହୋଇଯିବ କଳି

ଲକ୍ଷ୍ନୌ,୨୩।୧୦: ଉତ୍ତରପ୍ରଦେଶରେ ବିଧାନସଭା ଉପ-ନିର୍ବାଚନରେ ଆସନ ବାଣ୍ଟିବା ନେଇ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏପର୍ଯ୍ୟନ୍ତ ଏକମତ ହୋଇନାହିଁ। ଦୁଇ ଦଳ ମଧ୍ୟରେ କ୍ରମାଗତ...

୫ ବର୍ଷ ପରେ ମହାଁମୁହିଁ ହେବେ ମୋଦି-ଜିନ୍‌ପିଙ୍ଗ: ଦେଖିବ ସାରା ବିଶ୍ୱ

ନୂଆଦିଲ୍ଲୀ,୨୩।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ ରୁଷର କଜାନରେ ଆୟୋଜିତ ହେଉଛି। ଏହାହା ୨୨ ଅକ୍ଟୋବରରୁ ଆରମ୍ଭ ହୋଇ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଆଜି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri