ଏନଏସି ଅଧ୍ୟକ୍ଷାଙ୍କ ଉପରେ ଅନାସ୍ଥା ପ୍ରସ୍ତାବ: ଜିଲାପାଳଙ୍କୁ ଭେଟିଲେ ୧୫ କାଉନସିଲର

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଅନ୍ତର୍ଗତ କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଏସ. ଲକ୍ଷ୍ମୀ ସେଠୀଙ୍କ ମନମୁଖୀ କାର୍ଯ୍ୟ, ଦୁର୍ନୀତି, ଭ୍ରଷ୍ଟାଚାର ଓ ଦୁବ୍ୟବହାର କରୁଥିବା ଯୋଗୁ ଅନାସ୍ଥା ପ୍ରସ୍ତାବ ଗ୍ରହଣ ନିମନ୍ତେ ୧୫ ଜଣ କାଉନସିଲରମାନେ ସୋମବାର ଜ଼ିଲାପାଳଙ୍କ ଠାରେ ଅନୁରୋଧ କରିଛନ୍ତି।
ଏମାନଙ୍କ କହିବା ଅନୁଯାୟୀ, ପ୍ରତି ମାସରେ ଅଧ୍ୟକ୍ଷା ସାଧାରଣ ବୈଠକ ଡାକୁନଥିବା କାଉନସିଲ ବୈଠକରେ ଗୃହୀତ ପ୍ରସ୍ତାବର ନକଲ ବୈଠକର ତିନି ଦିନ ମଧ୍ୟରେ କାଉନସିଲ୍‌କୁ ନ ଦେବା, ସେ କୌଣସି କମିଟି ଗଠନ କରି ନ ଥିବା, ୨୦୨୩-୨୦୨୪ ଓ ୨୦୨୪-୨୦୨୫ ଏହି ଦୁଇ ବର୍ଷର ବଜେଟ ମଞ୍ଜୁରୀ ନ କରି ପରିଷଦର ଅର୍ଥ କାରବାର କରିଚାଲିଥିବା,ଟେଣ୍ଡର ନ କରି ଏକ ସଂସ୍କାକୁ କ୍ରମାଗତ ଭାବେ ତିନି ବର୍ଷ ପର୍ଯ୍ୟନ୍ତ ସହର ପରିମଳ କାର୍ଯ୍ୟ କରିବା ପାଇଁ ବେଆଇନ ଆଦେଶ ଦେଇ ସରକାରଙ୍କ ଲକ୍ଷଲକ୍ଷ ଟଙ୍କା ହରିଲୁଟ କରି ଚାଲିଛନ୍ତି, ସହରର ଉନ୍ନୟନ କାର୍ଯ୍ୟ କାଉନସିଲ ବୈଠକରେ ମଞ୍ଜୁର ନ କରି ଅଧ୍ୟକ୍ଷା ତାଙ୍କ ମନ ଇଚ୍ଛାରେ ନିଜ ସମ୍ପର୍କୀୟ ମାନଙ୍କ ସହ ଜଡ଼ିତ ରହି ନିମ୍ନମାନର କାର୍ଯ୍ୟ କରି ଅର୍ଥ ହରିଲୁଟ କରି ଚାଲିଥିବା ଅଭିଯୋଗ କରାଯାଇଛି ।
ବିନା ଟେଣ୍ଡରରେ ପୋଖରୀ କାର୍ଯ୍ୟ କରାଇବା, ପରିଷଦର ଆୟ ବ୍ୟୟ ତାଲିକା ପ୍ରତିମାସରେ କାଉନସିଲ ବୈଠକରେ ମଞ୍ଜୁରୀ ନ କରିା ନେଇ ଅଭିଯୋଗ କରାଯାଇଛି ଏଣୁ ବାଧ୍ୟ ହୋଇ ଆମ୍ଭେ ପରିଷଦର ନିର୍ବାଚିତ ୱାର୍ଡ଼ ସଦସ୍ୟ ଓ ସଦସ୍ୟା ମାନେ ଗୋଟିଏ ବୈଠକ କରି ଉପରୋକ୍ତ ଅଭିଯୋଗ ଗୁଡ଼ିକ ବିଷୟରେ ଆଲୋଚନ କରି ଓଡ଼ିଶା ମ୍ୟୁନିସିପାଲ ଆଇନ ଧାରା ୫୪ ପ୍ରକାରେ ପରିଷଦର ଅଧ୍ୟକ୍ଷାଙ୍କୁ ଅନାସ୍ଥା ପ୍ରସ୍ତାବ ମାଧ୍ୟମରେ କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ବାହାର କରିବା ପାଇଁ ସେମାନେ ସମସ୍ତେ ଲିଖିତ ଭାବେ ଜ଼ିଲାପାଳଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ...

ଭାଜପାର ସକ୍ରିୟ ସଦସ୍ୟତା ବୈଠକ, ଦଳକୁ ସୁଦୃଢ଼ କରିବାକୁ ଆହ୍ବାନ ଦେଲେ ନେତା

ବେଗୁନିଆପଡା,୧୬।୪(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା କଲ୍ୟାଣ ମଣ୍ଡପଠାରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସକ୍ରିୟ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବୁଥ...

ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍...

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି...

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ...

ଏ ହେଉଛି ଦେଶର ସବୁଠୁ ମହଙ୍ଗା ବାଇକ୍‌, ଦାମ୍‌ ଏତେ ଯେ ଗୋଟିଏ ବଦଳରେ କିଣିପାରିବେ ୫୦ Royal Enfield Bullet

ନୂଆଦିଲ୍ଲୀ,୧୬।୪: ଭାରତର ସବୁଠାରୁ ମହଙ୍ଗା ବାଇକ୍‌ର ମୂଲ୍ୟ ଏତେ ଅଧିକ ଯେ ଆପଣ କେବଳ ଗୋଟିଏ କି ଦୁଇଟି ନୁହେଁ ବରଂ ୫୦ଟି ରୟାଲ ଏନଫିଲ୍ଡ...

ଡରାଇଲା ଭବିଷ୍ୟବାଣୀ, ଜୁଲାଇରେ ଆସିବ ଭୟଙ୍କର ସୁନାମୀ, ୩୦ଫୁଟ ଉଚ୍ଚତାରେ ଊଠିବ ଜୁଆର!

ଟୋକିଓ,୧୬।୫: ଜାପାନର ଜଣାଶୁଣା ଭବିଷ୍ୟବକ୍ତା ତଥା ପୂର୍ବତନ ମାଙ୍ଗା କଳାକାର ରୟୋ ତାତ୍ସୁକି, ଯିଏକି ‘ଜାପାନର ବାବା ଭେଙ୍ଗା’ ନାମରେ ପରିଚିତ, ଏକ ଭୟଙ୍କର ଭବିଷ୍ୟବାଣୀ...

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image