ଓଡ଼ିଶାରେ ଶାସନ ବ୍ୟବସ୍ଥା ନାହିଁ: ଧର୍ମେନ୍ଦ୍ର

ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀମାନେ ଭେଟିବାର ସୁଯୋଗ ପାଉନାହାନ୍ତି। ଦଳର ବିଧାୟକ, ମୁଖ୍ୟ ଶାସନ ସଚିବ, ଡିଜିପି ମୁଖ୍ୟମନ୍ତ୍ରୀଙ୍କୁ ଭେଟିପାରୁନାହାନ୍ତି । ଏଠାରେ ଶାସନ କିଏ ଚଳାଉଛି। କଳାପାହାଡ଼ ଭଳିଆ ଓଡ଼ିଶାରେ ଶାସନ ବ୍ୟବସ୍ଥା ଚାଲିଛି ବୋଲି ଝାରସୁଗୁଡ଼ାରେ ଉପନିର୍ବାଚନ ପାଇଁ ପ୍ରଚାର କରିବା ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ରବିବାର କୋଲାବିରା ବ୍ଲକ ଝିଲିପାଲି ପଞ୍ଚାୟତରେ ଅନୁଷ୍ଠିତ ଜନସମାବେଶରେ ଯୋଗଦେବା ସହ କେନ୍ଦ୍ରମନ୍ତ୍ରୀ ରୋଡ୍‌ ଶୋ’ କରିଥିଲେ। ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ଭୋଟ ଦେବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ଶିଳ୍ପସମୃଦ୍ଧ ଝାରସୁଗୁଡ଼ାରେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ହତ୍ୟାର କାରଣ ଜଣା ନ ପଡ଼ିବା ଏବଂ ନାବାଳକ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଉତ୍ତର ନ ରଖିବା ପରେ ରାଜ୍ୟର ଶାସନ ବ୍ୟବସ୍ଥା ନେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ ପ୍ରଶ୍ନ ଉଠାଇଥିଲେ। ଏଥିସହ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ପଦ୍ମ ଫୁଲରେ ଭୋଟ୍‌ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri