୩୦ ଯାଏ ସରକାରୀ କର୍ମଚାରୀଙ୍କୁ ଛୁଟି ମନା, ଜାଣନ୍ତୁ କ’ଣ ପାଇଁ…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ନୂଆ ସରକାର ହେବାକୁ ଯାଉଛି। ଏହାକୁ ନେଇ ବିଭିନ୍ନସ୍ତରରେ କାର୍ଯ୍ୟକ୍ରମ ଚାଲିବ। ଏଥିଲାଗି ସରକାରୀ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତଦନୁଯାୟୀ ଆସନ୍ତା ୩୦ ଯାଏ ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ। ଏନେଇ ବିଭାଗୀୟ ସଚିବ ଏବଂ ଜିଲାପାଳଙ୍କୁ ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି କରାଯାଇଛି। ଚିଠିରେ ୩୦ ଯାଏ କାହାକୁ ଛୁଟି ନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ମଧ୍ୟ ଅଧିକାରୀଙ୍କୁ କୁହାଯିବା ସହ ସରକାରୀ ଛୁଟି ଦିନରେ ମଧ୍ୟ ଅନୁପସ୍ଥିତ ନ ରହିବାକୁ କୁହାଯାଇଛି। ତେବେ କେବଳ ସ୍ବାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri