ଆଉ କେହି ରହିବେନି ଅପାଠୁଆ, ସଭିଏଁ ସ୍କୁଲ ଯିବା……

କର୍ଲାମୁଣ୍ଡା,୨।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ବ୍ଲକ ଶିକ୍ଷା ବିଭାଗ କାର୍ଯ୍ୟାଳୟଠାରେ ବୁଧବାର ସଭିଏଁ ସ୍କୁଲ ଯିବା ଉଦ୍ଦେଶ୍ୟରେ ସଚେତନତା ସୃଷ୍ଟି ପାଇଁ ସଚେତନ ରଥ ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ସରପଞ୍ଚ ସ୍ବର୍ଣ୍ଣଲତା ସାହୁ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ସା ଓ ରୋହିତ କୁମାର ରଣା, ଗୋପମଣୀ ସାହୁ, ଆଦିବାସୀ ନେତା ନନ୍ଦି କିଶୋର ଭୋଇ, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ , ତେରେସିଙ୍ଗା ସିଆରସିସି ହେମନ୍ତ ନାଏକ, ରିଷିଡା ସିଆରସିସି ବିଶିକେସନ ସୁନା, ୱାର୍ଡ ମେମ୍ବର ଚନ୍ଦ୍ରଭାନୁ ସାହୁ, ସମାଜସେବୀ ଘିନୁ ସାହୁ ପ୍ରମୁଖ ଯୋଗଦେଇ ରଥକୁ ଉଦ୍‌ଘାଟନ କରିଥିଲେ। ଏହି ରଥଟି ବ୍ଲକରେ ଥିବା ସମସ୍ତ ଗାଁକୁ ଯାଇ ସଚେତନ କରିବ ବୋଲି ଏବିଇଓ ରାମ ଚନ୍ଦ୍ର ସା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ

ଆସିକା, ୧୨ା୪ (ସୁରେନ୍ଦ୍ର ନାଥ ସାହୁ) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର କାର୍ଯ୍ୟନିର୍ବାହୀ ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କ ଆସିକା ତାଲୁକାରୋଡ଼ସ୍ଥିତ ପୈତୃକ...

ବେଆଇନ ନିଶା କାରବାର ନେଇ କାଉନ୍‌ସିଲରଙ୍କ ଅଭିଯୋଗ, ଅବକାରୀ ବିଭାଗ- ଗଞ୍ଜାମ ପୋଲିସର ଚଢ଼ାଉ

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ନିଶା କାରବାର ବୃଦ୍ଧି ପାଇଥିବା ନେଇ ସ୍ଥାନୀୟ କିଛି କାଉନ୍‌ସିଲର ଶୁକ୍ରବାର ସାରେ ଗଞ୍ଜାମ ଥାନାରେ...

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ...

ସ୍ବୀକୃତି ନୁହେଁ, କୃତି ପଛରେ ଦୌଡ଼ିଲେ ସଫଳତା ମିଳେ ଯୁବ ଲେଖକ ସମ୍ମିଳନୀ

ନୂଆପଡ଼ା,୧୨ା୪ (ମକାରୁ ବେମାଲ)-ସ୍ଥାନୀୟ ନ୍ୟାଶନାଲ କଲେଜଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ...

ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ମହୋତ୍ସବ: ପ୍ରଦର୍ଶିତ ହେବ ୧୫ ଦେଶର ଚଳଚ୍ଚିତ୍ର

ଭବାନୀପାଟଣା,୧୨।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁଶନ କନ୍‌ଫରେନ୍ସ ହଲରେ ରବିବାର ଏପ୍ରିଲ ୧୩ ତାରିଖରୁ ଏପ୍ରିଲ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪...

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି...

ଶିକୁଳାରେ ଟିକିନା ମହାପାତ୍ର ହତ୍ୟା ମାମଲା: ୨ଜଣଙ୍କୁ ବାନ୍ଧିଲା ପୋଲିସ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଗତମାସ ୨୮ତାରିଖ ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image