Categories: Video

ଅକ୍ସିଜେନ ସଙ୍କଟ ନାହିଁ

କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶରେ ଏବେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ, ଛତିଶଗଡ଼ ଭଳି ରାଜ୍ୟରେ ଗୁରୁତର ସଂକ୍ରମିତଙ୍କୁ ବଞ୍ଚାଇବା ପାଇଁ ଆବଶ୍ୟକ ମେଡିକାଲ୍‌ ଅକ୍ସିଜେନ ମିଳୁନାହିଁ। ଯାହା ଫଳରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି।