Posted inଜାତୀୟ

ଦିନରେ ସ୍ବପ୍ନ ଦେଖିବାକୁ କାହାକୁ ମନା ନାହିଁ, ନୀତୀଶଙ୍କ ବିବୃତ୍ତିର ଉତ୍ତର ଦେଲେ ରବିଶଙ୍କର…

ନୂଆଦିଲ୍ଲୀ, ୭।୯ : ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଙ୍କ ପକ୍ଷରୁ କରାଯାଉଥିବା ପ୍ରସ୍ତୁତି ନେଇ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ବିରୋଧୀ ନେତାଙ୍କ ଉପରେ ବର୍ଷିଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିରୋଧୀ ଏକତା ପାଇଁ ଦିଲ୍ଲୀ ଗସ୍ତରେ ଆସି ବହୁ ବିରୋଧୀଦଳର ନେତାଙ୍କୁ ଭେଟିବା ପରେ  କହିଥିଲେ, ଭାଜପାର ଶକ୍ତି ୫୦ ଟି ଆସନକୁ ହ୍ରାସ ପାଇବ। ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ମିଳନୀରେ ନୀତୀଶ କୁମାରଙ୍କ ବିବୃତ୍ତି ଉପରେ ରବି ଶଙ୍କର ପ୍ରସାଦ ଉତ୍ତର ଦେଇ  କହିଛନ୍ତି, ଏଠି ଦିନରେ ସ୍ବପ୍ନ ଦେଖିବାକୁ କାହାକୁ ମନା ନାହିଁ।

ମହାମେଣ୍ଟ ସରକାର ବିହାରରେ ଆସିବା ପରେ ଅପରାଧ ସଂଖ୍ୟା ବୃଦ୍ଧି ହେଉଥିବା ପ୍ରଶ୍ନ ଉପରେ ରବି ଶଙ୍କର ପ୍ରସାଦ   କହିଛନ୍ତି ବିହାରରେ ଭୟର ଶାସନ ପୁଣି ଫେରିଛି। ଅପରାଧୀମାନେ ବର୍ତ୍ତମାନ ବିଶ୍ୱାସ କରୁଛନ୍ତି ଯେ ଆମେ ଯାହା ବି କରୁଛୁ ପୋଲିସ ସେସବୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ ନାହିଁ। କଂଗ୍ରେସ ଦଳର ଭାରତ ଯୋଡ ଯାତ୍ରା ବିଷୟରେ ସେ କହିଛନ୍ତି ଯେ ରବର୍ଟ ଭଦ୍ରା ମଧ୍ୟ ଏହି ଯାତ୍ରା ସହିତ ଜଡିତ। ଏହା ସମ୍ପୂର୍ଣ୍ଣ ହାସ୍ୟାସ୍ପଦ। ରାହୁଲ ଗାନ୍ଧୀ ତାଙ୍କ ପାର୍ଟିକୁ ଯୋଡିବାକୁ ଅକ୍ଷମ। ସେ ଭାରତ ଯୋଡିବେ କିପରି ବୋଲି ରବି ଶଙ୍କର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋମୋ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ

ହାଇଦ୍ରାବାଦ,୩୦।୧୦: ମୋମୋ ନେଲା ଜୀବନ। ହାଇଦ୍ରାବାଦର ବନଜାରା ପାହାଡ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନୀଙ୍କ ଦ୍ୱାରା ବିକ୍ରି ହୋଇଥିବା ମୋମୋ ଖାଇବା ପରେ ଜଣେ...

ମାତ୍ର ୧୦ହଜାର ଟଙ୍କା ଜମା କଲେ ରିଟର୍ନରେ ମିଳିବ ୭ଲକ୍ଷ ଟଙ୍କା, ପୋଷ୍ଟାଲର ଏହି ସ୍କିମ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୩୦।୧୦: ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାରରେ ପରିବର୍ତ୍ତନ ଘୋଷଣା କରିବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଥିଲେ। ଏହି ପରିବର୍ତ୍ତନ ଅଧୀନରେ...

କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?

ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ...

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ...

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ...

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ...

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌...

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri