ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।

Share