ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ କୋରାପୁଟ ଲୋକ ସଭା ଆସନର କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ରହିଥିଲେ।

Share