ସରିଲା ନାମାଙ୍କନ,୯ରେ ପ୍ରାର୍ଥୀପତ୍ର ଯାଞ୍ଚ

ଭୁବନେଶ୍ୱର, ୭।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନ ପାଇଁ ସୋମବାର ଦିନ ୩ଟା ସୁଦ୍ଧା ନାମାଙ୍କନ ଦାଖଲର ଶେଷ ସମୟସୀମା ଥିଲା। ଏହି ନାମାଙ୍କନ ପ୍ରକ୍ରିୟା ୨ରୁ ଆରମ୍ଭ ହୋଇ ୭ରେ ସରିବ ବୋଲି ଧାଯର୍‌ୟ କରାଯାଇଥିଲା। ଏହା ପରେ ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୧୪ ସୁଦ୍ଧା ପ୍ରାର୍ଥୀପତ୍ର ପତ୍ୟାହର ହେବ। ପରେ ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇବ ।

 

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ଗୁଣ୍ଡା…

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ...

ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ପୁରୀ,୧୯ା୧୨: ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ...

କଳାହାଣ୍ଡିରେ ସ୍ବାସ୍ଥ୍ୟମନ୍ତ୍ରୀ: ବିଭିନ୍ନ ମଣ୍ଡି ବୁଲି ବୁଝିଲେ ଚାଷୀଙ୍କ ସମସ୍ୟା, କହିଲେ ଦେଇଥିବା ପ୍ରତିଶ୍ରୁତି ଆମେ…

ଭବାନୀପାଟଣା,୧୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ। ଏହି...

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି...

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି...

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ...

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri