ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ ହେବ। ଏସ୍‌ସିବି କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଅପରପକ୍ଷରେ ଭେଷଜ ୱାର୍ଡର ୟୁନିଟ୍‌-୬ ଚକ୍ଷୁ ବିଭାଗ କୋଠାର ତୃତୀୟ ମହଲାକୁ ଉଠିଯିବ। ମେଡିକାଲର କୂଳସଚିବ ଡ. ଅବିନାଶ ରାଉତ କହିଛନ୍ତି, ନନ୍‌ଟ୍ରମା କାଜୁଆଲ୍‌ଟିରେ ରୋଗୀ ଭାର ବଢୁଥିବାରୁ ଏଭଳି ଯୋଜନା କରାଯାଇଛି। ଏଥିସହ ନନ୍‌ଟ୍ରମା କାଜୁଆଲ୍‌ଟି କାର୍ଯ୍ୟ କରୁଥିବା ସ୍ଥାନରେ ରୋଗୀ ସମ୍ପର୍କୀୟଙ୍କ ରହଣୀ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri