Posted inଫୁରସତ

ଚଢ଼େଇ ନୁହେଁ ଫୁଲ

ଏହି ଫଟୋକୁ ଦେଖିଲେ ଲାଗୁଛି ସତେ ଯେମିତି ସୁନ୍ଦର ଧଳା ଚଢ଼େଇଟି ଡେଣା ମେଲି ଉଡୁଛି। କିନ୍ତୁ ପ୍ରକୃତରେ ଏହା ଚଢ଼େଇ ନୁହେଁ ବରଂ ଏକ ଫୁଲ। ଏହାର ବୈଜ୍ଞାନିକ ନାମ ହେଉଛି ହାବେନାରିଆ ରେଡିଏଟା। ହେଲେ ଏହା ଡୋଭ୍‌ ଫ୍ଲାୱାର୍‌ ବା ଇଗ୍ରେଟ୍‌ ଫ୍ଲାୱାର ନାମରେ ବେଶି ପରିଚିତ। କାରଣ ଏହି ଫୁଲ ଦେଖିବାକୁ ଡୋଭ୍‌ ବା କପୋତ ଅବା ଇଗ୍ରେଟ୍‌ ନାମକ ଏକ ଚଢ଼େଇ ପରି । ଏହା ସାଧାରଣତଃ ରୁଷିଆ, କୋରିଆ, ଚାଇନା ଓ ଜାପାନର ଓଦାଳିଆ ସ୍ଥାନରେ ଦେଖିବାକୁ ମିଳେ। ଏହାର ବିଶେଷ ଯତ୍ନ ନେବାକୁ ପଡ଼ି ନ ଥାଏ। ବସନ୍ତ ଋତୁରେ ଏହି ଗଛ ଧୀରେ ଧୀରେ ବଢ଼େ ଓ ଖରାଦିନେ ଏଥିରେ କପୋତ ଡେଣା ମେଲି ଉଡିଲା ପରି ଫୁଲ ହୁଏ। ଗୋଟିଏ ଗଛରେ ଅତିବେଶିରେ ୮ଟି ଫୁଲ ହୁଏ। ହେଲେ ସମସ୍ତଙ୍କ ମନ ମୋହି ନିଏ ଏହାର ରୂପ।


Enter your email to get our daily news in your inbox.

All Right Reserved By Dharitri.Com

Viral Video: ବିବାହରେ ବରବଧୂଙ୍କୁ ବନ୍ଧୁମାନେ ଉପହାରରେ ଦେଲେ ‘ନୀଳ ଡ୍ରମ’, ପରେ ଯାହା ହେଲା ଦେଖିଲେ…

ଉତ୍ତର ପ୍ରଦେଶର ହମିରପୁରରେ ଏକ ନବ ବିବାହିତ ଦମ୍ପତିଙ୍କୁ ବିବାହ ମଞ୍ଚରେ ସେମାନଙ୍କ ବନ୍ଧୁମାନେ ଏକ ନୀଳ ଡ୍ରମ ଉପହାର ଦେଇଥିଲେ। ଏହି ଭିଡିଓ ଆଜିକାଲି...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ...

ମୁଣ୍ଡକୁ ଚଢ଼ିଗଲା ରାଗ: ସ୍ବାମୀଙ୍କୁ ଛାତରୁ ଠେଲିଦେଲେ ସ୍ତ୍ରୀ, ଭିଡିଓ ଦେଖିଲେ କହିବେ…

ଆଜିକାଲି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେଲେ ସାରା ଦୁନିଆ ଜାଣୁଛି ବା ଦେଖୁଛି। ଦିନ ଥିଲା ଏହି ଘଟଣା ଘରର ଚାରିକାନ୍ଥ ମଧ୍ୟରେ ସୀମିତ ରହୁଥିଲା।...

ରେଲଓ୍ବେ ଷ୍ଟେଶନ ଡଷ୍ଟବିନରୁ ଉଦ୍ଧାର ହୋଇଥିବା ଝିଅ ଆଜି କଲେକ୍ଟରଙ୍କ ସହ ବସି ଲେଖିବେ ଅର୍ଡର, MPSC ପରୀକ୍ଷାରେ…

ଅମରାବତୀ: ଭାଗ୍ୟ କେବେ ଧନ ଉପରେ ନିର୍ଭର କରେ ନାହିଁ। ଭଗବାନ କାହାର ଭାଗ୍ୟରେ କ’ଣ ଲେଖିଛନ୍ତି ତାହା କେହି ଜାଣନ୍ତି ନାହିଁ। ପ୍ରାୟ ଅଢ଼େଇ...

କ’ଣ ସତରେ ମଣିଷର ପ୍ରାଇଭେଟ ପାର୍ଟ ହୋଇଯାଏ ହାଡ? ଏହି ଘଟଣା ଜାଣିଲେ ସହଜରେ ବିଶ୍ୱାସ କରିବେନି

ଆପଣ ଚିକିତ୍ସା ବିଜ୍ଞାନରେ ଅନେକ ଅଜବ ଘଟଣା ଶୁଣିଥିବେ। କିଛି ଲୋକଙ୍କର ଏପରି ବିରଳ ରୋଗ ଅଛି ଯେ ଡାକ୍ତର ମଧ୍ୟ ସେଗୁଡ଼ିକ ବିଷୟରେ ଜାଣି...

Oldest Penguin: ସବୁଠୁ ବୟସ୍କ ପେଙ୍ଗୁଇନ୍‌

ଲଣ୍ଡନ: ବେଳେବେଳେ ଅନେକ ପ୍ରାଣୀ ସେମାନଙ୍କର ସାଧାରଣ ଜୀବନକାଳଠାରୁ ଅଧିକ ସମୟ ପର୍ଯ୍ୟନ୍ତ ବଞ୍ଚତ୍ରହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାନ୍ତି। ଏହିପରି ଏକ ପ୍ରାଣୀ ନିକଟରେ ଚର୍ଚ୍ଚାରେ...

କୁମ୍ଭୀର ଶୋଇରହେ କାହିଁକି

ସାଧାରଣତଃ ଯିଏ ବେଶି ଶୁଅନ୍ତି ତାକୁ ସମସ୍ତେ କୁମ୍ଭୀର ଭଳି ପଡ଼ି ରହୁଛି ବୋଲି କହନ୍ତି । କାରଣ ଅଧିକ ସମୟ ଶୋଇ ରହିବା ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image