Posted inଖେଳ

କୋହଲି-ରୋହିତ ନୁହେଁ,ଏହି ଖେଳାଳିଙ୍କୁ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରିଛନ୍ତି ଲୋକେ

ନୂଆଦିଲ୍ଲୀ,୧୨।୧୨: ୨୦୨୩ ବର୍ଷ ଶେଷ ହେବାକୁ ଯାଉଛି। ଏହି ବର୍ଷ କ୍ରିକେଟ ଦୁନିଆରେ ଅନେକ ବଡ ଟୁର୍ନାମେଣ୍ଟ ଖେଳାଯାଇଥିଲା। ପ୍ରତିବର୍ଷ ପରି ଗୁଗଲ ଚଳିତ ବର୍ଷର ଗୁଗ୍‌ଲ ଟ୍ରେଣ୍ଡ ବିଷୟରେ ସୂଚନା ଦେଇଛି। ୨୦୨୩ରେ ସର୍ବାଧିକ ସର୍ଚ୍ଚ ଯାଇଥିବା ବିଷୟ ଉପରେ ଗୁଗଲ୍‌ ବିବରଣୀ ଦେଇଛି। ଚଳିତ ବର୍ଷ କ୍ରିକେଟ ଦୁନିଆରେ ସବୁଠାରୁ ଅଧିକ ସର୍ଚ୍ଚ କରାଯାଇଛି।

୨୦୨୩ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା କ୍ରୀଡା ଇଭେଣ୍ଟ
୧. ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) (IPL)

୨. କ୍ରିକେଟ ବିଶ୍ୱକପ (Cricket World Cup)

୩. ଏସିଆ କପ (Asia Cup)

୪. ମହିଳା ପ୍ରିମିୟର ଲିଗ (Women’s Premier League)

୫. ଏସୀଆନ୍‌ ଗେମ୍ସ (Asian Games)

୨୦୨୩ ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା ଖେଳାଳି
୧. ଶୁବମନ ଗିଲ (Shubman Gill)

୨. ରାଚିନ ରବିନ୍ଦ୍ର (Rachin Ravindra)

୩. ମହମ୍ମଦ ଶାମି (Mohammad Shami)

୪. ଗ୍ଲେନ ମ୍ୟାକ୍ସୱେଲ (Glenn Maxwell)

୫. ଡେଭିଡ ବେକହମ (David Bekham)

୬. ସୂର୍ଯ୍ୟକୁମାର ଯାଦବ (Suryakumar Yadav)

୭. ଟ୍ରାଭିସ ହେଡ (Travis Head)

୨୦୨୩ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା କ୍ରିକେଟ ମ୍ୟାଚ
୧. ଭାରତ ବନାମ ଅଷ୍ଟ୍ରେଲିଆ (IND ବନାମ AUS)

୨. ଭାରତ ବନାମ ନ୍ୟୁଜିଲ୍ୟାଣ୍ଡ (IND ବନାମ NZ)

୩. ଭାରତ ବନାମ ଶ୍ରୀଲଙ୍କା (IND ବନାମ SL)

୪. ଭାରତ ବନାମ ଇଂଲଣ୍ଡ (IND ବନାମ ENG)

୫. ଭାରତ ବନାମ ଆୟର୍ଲାଣ୍ଡ (IND ବନାମ IRE)

୨୦୨୩ରେ ଗୁଗଲ୍‌ରେ ସବୁଠୁ ଅଧିକ ସର୍ଚ୍ଚ କରାଯାଇଥିବା କ୍ରିକେଟ ସମ୍ବନ୍ଧୀୟ ପ୍ରଶ୍ନ
୧. କ୍ରିକେଟରେ ଟାଇମଡ୍‌ ଆଉଟ୍‌ ନିୟମ କ’ଣ? (Timed Out Rule in Cricket)

୨. ଆଇପିଏଲରେ ଇମ୍ପାକ୍ଟ ପ୍ଲେୟାର କ’ଣ? (Impact Player in IPL)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିନା ଅଧିନାୟକରେ ଟିମ୍ ଘୋଷଣା କଲା ପାକିସ୍ତାନ; ଜିମ୍ବାୱେ ଗସ୍ତରୁ ବାଦ ପଡ଼ିଲେ ବାବର-ଶାହୀନି

ନୂଆଦିଲ୍ଲୀ,୨୭ା୧୦: ଜିମ୍ବାୱେ ଏବଂ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ପୂର୍ବତନ ଅଧିନାୟକ ବାବର ଆଜମଙ୍କୁ ଜିମ୍ବାୱେ ଗସ୍ତ ପାଇଁ...

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ...

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍‌ ଇଣ୍ଡିଆ

ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ...

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି...

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri