ଯେତେ ଖୋଳିଲେ ସେତେ ବାହାରୁଛି, ଯନ୍ତ୍ରୀଙ୍କର ଆଉ ୨୦ଟି ପ୍ଳଟ୍‌ ଠାବ, ଏଯାବତ୍‌ ଠାବ ହେଲାଣି ଏତିକି…

ଭୁବନେଶ୍ୱର,୮।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନଙ୍କର ଆଉ ୨୦ଟି ପ୍ଳଟ୍‌ ଠାବ କରାଯାଇଛି। ଏହା ପୂର୍ବରୁ ୧୦୫ ପ୍ଳଟ୍‌ ଠାବ ହୋଇଥିଲା। ଏହି ୨୦ଟି ପ୍ଳଟ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳରେ ଠାବ କରାଯାଇଥିବା ସୂଚନା ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ସୂଚନା ଦେଇଛନ୍ତି।

ପୂର୍ବରୁ ପ୍ରଭାସ କୁମାର ପ୍ରଧାନଙ୍କର ଠାବ ହୋଇଥିବା ୮୫ଟି ପ୍ଲଟ ମଧ୍ୟରୁ ୮୦ଟି କେବଳ ଜଳେଶ୍ୱରରେ ଥିବା ବେଳେ ୪ଟି ପୁରୀ ଜିଲାର ଡେଲାଙ୍ଗରେ ଓ ଗୋଟିଏ ପଶ୍ଚିମବଙ୍ଗର ସୁନାକନିଆରେ ଅଛି। ସୂଚନାଯୋଗ୍ୟ, ଚଢାଉ ବେଳେ ପ୍ରଭାସଙ୍କ ଘରୁ ନଗଦ ୧୧ ଲକ୍ଷ ୭୦ ହଜାର ୯୮୦ ଟଙ୍କା ମିଳିଥିଲା। ତା’ ସହିତ ୩୩୪.୫୫ ଗ୍ରାମର ସୁନା ଅଳଙ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri