ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟ ସଚିବ, ପୋଲିସ କମିଶନରଙ୍କୁ ନୋଟିସ

କଟକ ଅଫିସ,୨୬।୪: କଟକ, ଭୁବନେଶ୍ୱର ସମେତ ରାଜ୍ୟର ପ୍ରମୁଖ ସହରଗୁଡ଼ିକରେ ବାୟୁ ପ୍ରଦୂଷଣ ମାତ୍ରା ବଢ଼ିବାରେ ଲାଗିଛି। ଅଧିକାଂଶ ବାୟୁ ପ୍ରଦୂଷଣ ଗାଡ଼ି ଚଳାଚଳ ଯୋଗୁ ହେଉଥିବା ନେଇ ଆଇନଜୀବୀ ଶିବଶଙ୍କର ମହାନ୍ତି ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆରସି)ରେ ଏକ ମାମଲା ରୁଜୁ କରିଥିଲେ। ଓଏଚ୍‌ଆର୍‌ସିରେ ମାମଲାର ଶୁଣାଣି ହୋଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ପୋଲିସ କମିଶନର୍‌ଙ୍କୁ ନୋଟିସ ଜାରି କରାଯାଇଛି। ଏଥିସହ ପ୍ରଦୂଷଣ ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ରିପୋର୍ଟ ଦାଖଲ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଜୁନ୍‌ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହା ପୂର୍ବରୁ ରିପୋର୍ଟ ପ୍ରଦାନ କରିବାକୁ କମିଶନ୍‌ ଅଧ୍ୟକ୍ଷ ବିଚାରପତି ଶତ୍ରୁଘ୍ନ ପୂଜାହାରୀ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, କଟକ, ଭୁବନେଶ୍ବର, ଅନୁଗୋଳ, ରାଉରକେଲା ସମେତ ୭ ପ୍ରମୁଖ ସହରରେ ବାୟୁ ପ୍ରଦୂଷଣ ମାତ୍ରା ବଢ଼ିବାରେ ଲାଗିଛି। ବିଭାଗୀୟ ମନ୍ତ୍ରୀ ଗତ ବିଧାନସଭାରେ ଏନେଇ ତଥ୍ୟ ଉପସ୍ଥାପନ କରିଥିଲେ। ଜାତୀୟ ସ୍ବଚ୍ଛ ବାୟୁ ମିଶନ ଜରିଆରେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବହୁ ପରିମାଣର ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ପ୍ରଦୂଷଣ ମାତ୍ରା କମିବା ବଦଳରେ ବଢିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକ,୧୮।୩: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା ହେବ । ସନ୍ଥକବି ଭୀମଭୋଇଙ୍କ...

ପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀ

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ): ଆଉଟ ସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି, ସମାନ କାମକୁ ଦରମା, ଛଟେଇ ପ୍ରକ୍ରିୟାକୁ ବନ୍ଦ କରିବା ସହ ପୂର୍ବ ସରକାରଙ୍କ ନିଷ୍ପତ୍ତି ତୁରନ୍ତ...

ସଂସଦରେ ଜିଲାର ହକ୍‌ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

କେନ୍ଦୁଝର,୧୮।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସୋମବାର ସଂସଦରେ ରେଳ ବିଭାଗ ସମ୍ପର୍କିତ ଜିଲାର ହକ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି।...

ଗଞ୍ଜେଇ କାରବାରରେ ୮ ଗିରଫ, ପରିବାର ଲୋକେ ୪ ଘଣ୍ଟା ରାସ୍ତାରୋକ ସହିତ ଥାନା ଘେରାଉ

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ହାଡୁ ପଦର ଗ୍ରାମର କିଛି ଘରେ ପୋଲିସ ଚଢାଉ କରି...

ପ୍ରେମିକାଙ୍କ ଘର ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ପ୍ରେମିକ

ନୟାଗଡ଼,୧୮।୩(ଲୋକନାଥ ମିଶ୍ର): ପ୍ରେମରେ ହୋଇଥିଲେ ବିଫଳ। ପ୍ରେମିକାଙ୍କ ଦୁଇ ଭଉଣୀ ଗାଳି ଗୁଳଜ କରି ମରିଯିବାକୁ କହିବାରୁ ପ୍ରେମିକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ...

ଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ହେଲେ ଗିରଫ

ବରୀ,୧୮।୩(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ଅଧିନସ୍ଥ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟର ଜୈନକା ଛାତ୍ରୀଙ୍କୁ ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଅସଦାଚରଣ କରିଥିବା ଅଭିଯୋଗ...

ଯୁବକଙ୍କୁ ଗୁଳିମାଡ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

ବାଲେଶ୍ୱର,୧୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା ଗ୍ରାମର ଯୁବକଙ୍କୁ ଗୁଳିମାଡ। ଗୁଳିମାଡ଼ରେ ଆହତ ଯୁବକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ...

ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ

ଛତ୍ରପୁର,୧୮।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ ଗଞ୍ଜାମ ଜିଲା ପକ୍ଷରୁ ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ ଅଫିସ ସମ୍ମୁଖରେ ୧୦ ଦଫା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image