ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୯ ରାଜ୍ୟର ୧୨ ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର,୧୪।୮: ରାଜ୍ୟ ସଭା ନିର୍ବାଚନ ପାଇଁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆଜିଠୁ ପ୍ରାର୍ଥୀମାନେ ନାମାଙ୍କ ପତ୍ର ଦାଖଲ କରିପାରିବେ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବାବେଳେ ଅଗଷ୍ଟ ୨୭ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ରହିଛି। ସେପ୍ଟେମ୍ବର ୩ରେ ଭୋଟିଂ ହେବ ଏବଂ ସେହି ଦିନ ଫଳାଫଳ ପ୍ରକାଶ ପାଇବ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦେଇଛି।
ଓଡ଼ିଶାର ଗୋଟିଏ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଏହି ଆସନଟି ଖାଲିପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri