କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକକୁ ଏନକାଉଣ୍ଟର, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ତାଳଚେର,୩।୪(ମନୋଜ ନନ୍ଦ): ତାଳଚେର ପୋଲିସର ଏନକାଉଣ୍ଟର । ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ସୁଶାନ୍ତ ନାୟକ ଗୁରୁତର । ତାଳଚେର ଥାନା ଅଞ୍ଚଳରେ ତାଳଚେର ଥାନା ଏବଂ ଅନୁଗୁଳ ସ୍ପେଶାଲ ସ୍କାଡର ମିଳିତ ରେଡ ସମୟରେ ଗୁଳି ବିନିମୟରେ କୁଖ୍ୟାତ ଅନ୍ତଃଜିଲା ଅପରାଧି ସୁଶାନ୍ତ ନାୟକ ଆହତ ହୋଇଛନ୍ତି। ଏନେଇ ଆଡିସନାଲ SP ରାଜୀବ ଲୋଚନ ପଣ୍ଡା ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି।

ସୂଚନାଥାଉ କି, ତାଳବେଡା ଜଙ୍ଗଲରେ ପୋଲିସର ଏନକାଉଣ୍ଟର। ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୁଳ ସରକାରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗୁଳି କରି ପଳାଉଥିବାବେଳେ ପୋଲିସର ପାଲଟା ଏନକାଉଣ୍ଟର ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଅପରାଧିକ ମାମଲା ରୁଜୁ ହୋଇଥିଲା। ପୋଲିସ ଉପରକୁ ତିନି ରାଉଣ୍ଡ ଗୁଳି ଫାୟରିଂ କରିଥିବା ସୂଚନା ମିଳିଛି । ସୁଶାନ୍ତଙ୍କ ସହ ଜଙ୍ଗଲରେ ଆଉ ଜଣଙ୍କୁ ଗିରଫ କରିଛି ପୋଲିସ ।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ...

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image