Posted inଜାତୀୟ

ଦେଶରେ ଆରମ୍ଭ ହେବ ଏଆର ଟ୍ୟାକ୍ସି

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀ-ଏନିସିଆର ଆକାଶରେ ଉଡିବ ଟ୍ୟାକ୍ସି। ଟ୍ୟାକ୍ସ କେମିତି ଉଡିବ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି କି! ଏହା ଟ୍ୟାକ୍ସି ନୁହେଁ ତ ଏଆର ଟ୍ୟାକ୍ସି। ଇଣ୍ଡିଗୋ କମ୍ପାନୀର ମୂଳ କମ୍ପାନୀ ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜ ଦେଶରେ ଅଲ ଇଲେକ୍ଟ୍ରି ଏଆର ଟ୍ୟାକ୍ସି ସେବା ଆରମ୍ଭ କରିବାକୁ ଯାଉଛି। ଏହି ସେବା ୨୦୨୬ସୁଦ୍ଧା ଆରମ୍ଭ ହେବ ବୋଲି କମ୍ପାନୀ ଯୋଜନା ପ୍ରସ୍ତୁତ କରିଛ। ଦିଲ୍ଲୀରୁ ଗୁରଗ୍ରାମକୁ ପ୍ରାୟ ୨୯କିମି ଯାତ୍ରା କରିବା ପାଇଁ ଯେତେବେଳେ ୬୦ରୁ ୯୦ମିନିଟ୍‌ ଲାଗିଯାଉଥିଲା ଏବେ କେଇ ମିନିଟରେ ସେଠାରେ ଯାଇ ପହଞ୍ଚିହେବ।
ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜ କମ୍ପାନୀ ଏହି ପ୍ରୋଜେକ୍ଟ ପାଇଁ କାଲିଫର୍ଣ୍ଣିଆର ପ୍ରମୁଖ ଇଲେକ୍ଟ୍ରିକ ଏଆର ଟ୍ୟାକ୍ସି ଆର୍ଚର ଏଭିଏଶନ ସହ ଚୁକ୍ତି କରିଛି। କମ୍ପାନୀ କହିଛି, ଏହି ଟ୍ୟାକ୍ସରେ ଡ୍ରାଇଭର ବ୍ୟତୀତ ଆହୁରି ୪ଜଣ ବସିବାର କ୍ଷମତା ରହିଛି। ଏହି ଟ୍ୟାକ୍ସିର ନାମ ମିଡନାଇଟ ରହିଛି। ଏହି ଏଆର ଟ୍ୟାକ୍ସି ଥରେ ଚାର୍ଜ ହେଲେ ୧୫୦କିମି ଯାତ୍ରାକରିପାରିବା ସହ ବ୍ୟାକ୍‌ ଟୁ ବ୍ୟାକ୍‌ ସେବା ଯୋଗାଇ ଦେବା ପାଇଁ ପ୍ରସ୍ତୁତ ହୋଇଛି ବୋଲି କମ୍ପାନୀ ଇଣ୍ଟରଗ୍ଲୋବ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌...

ଡରେଇଲାଣି ଏଚ୍‌ଏମ୍‌ପିଭି : ୪ ରାଜ୍ୟରେ ୬ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ୍‌ (ଏଚ୍‌ଏମ୍‌ପିଭି) ଏବେ ଭାରତରେ ପହଞ୍ଚତ୍ଛି। ଦେଶରେ...

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୬।୧ : ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା...

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

୫୦ ଫୁଟ ଉପରକୁ ଉଡ଼ିଲା ସେନା ଗାଡ଼ି: ଗଛଡାଳରେ ଲାଗିଛି ଗାଡ଼ି ଯନ୍ତ୍ରାଂଶ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ା ଦେଇଛନ୍ତି। ବିସ୍ଫୋରଣରେ ୯ଜଣ...

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri