ଏବେ ଚିନ୍ତାରେ ଭାରତ: ପାଣ୍ଡ୍ୟାଙ୍କ ସ୍ଥାନରେ ଖେଳିବେ…

ପୁଣେ,୨୦।୧୦: ପୁଣେରେ ଖେଳା ଯାଇଥିବା ଭାରତ-ବାଂଲାଦେଶ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ। ଏନେଇ  ଶେଷରେ ତାଙ୍କୁ ମଇଦାନ ଛାଡିବାକୁ ପଡ଼ିଥିଲା।
ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା ବୋଲିଂ ଫଲୋ ଥ୍ରୁରେ ବଲ ରୋକିବାକୁ ପ୍ରୟାସ କରିଥିବା ବେଳେ ତାଙ୍କ ଗୋଇଠି ମୋଡି ହୋଇଯାଇଥିଲା। ଓଭରର ତୃତୀୟ ବଲରେ ଲିଟନ ଦାସଙ୍କର ଏକ ଷ୍ଟ୍ରେଟ ଡ୍ରାଇଭ ରୋକିବା ଚେଷ୍ଟା କରିଥିଲେ ପାଣ୍ଡ୍ୟା। ହେଲେ ବଲ ରୋକିପାରି ନଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖୁବ୍‌ ବେଶି ଆଘାତ ହୋଇଥିଲା।  ଓଭରର ଆଉ ୩ଟି ବଲ ବାକିଥିବା ବେଳେ ପାଣ୍ଡ୍ୟା  ବଲ୍‌ ପକାଇବାକୁ ଅସମର୍ଥ ହୋଇଥିଲେ। ଏହି ସମୟରେ  ବାକି ୩ଟି ବଲ ଅଧ୍ୟିନାୟକ ରୋହିତ ସର୍ମା ବିରାଟ କୋହିଲିଙ୍କୁ ପକାଇବା ପାଇଁ ଅନୁମତି ଦେଇଥିଲେ। ତେବେ ବର୍ତ୍ତମାନ ଭାରତ ପାଇଁ ସବୁଠାରୁ ବଡ  ଚିନ୍ତାର କାରଣ ହୋଇଛି, ଯେ ପାଣ୍ଡ୍ୟାଙ୍କ ସ୍ଥାନରେ ଭାରତ ପାଇଁ କିଏ ଖେଳିବେ। ତେବେ ଏ ନେଇ କିଛି ନିଷ୍ପତ୍ତି ହୋଇ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପହଞ୍ଚିଲା କୁକୁଡ଼ା ମାରିବା ମାମଲା, ଅଭିଯୁକ୍ତଙ୍କୁ ହୋଇପାରେ ୫ ବର୍ଷ ଜେଲ!

ଲକ୍ଷ୍ନୌ,୧୭।୧୧: ଉତ୍ତରପ୍ରଦେଶର କୌଶମ୍ଭି ଜିଲାରେ ଏକ ନିଆରା ମାମଲା ସାମ୍ନାକୁ ଆସିଛି ଯେଉଁଠି ଜଣେ ଯୁବକ ତାଙ୍କ ପୋଷା କୁକୁଡ଼ା ହତ୍ୟା ପରେ ନ୍ୟାୟ ପାଇବା...

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି।...

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ...

କୃଷ୍ଣଙ୍କ ମନ୍ତ୍ର ଶୁଣି ମରଣ ମୁହଁରୁ ଫେରିଆସିଲା ମାଙ୍କଡ଼! ଭିଡିଓ ଦେଖିଲେ ଝରିବ ଲୁହ… 

ରାସ୍ତା ମଝିରେ ନିସ୍ତେଜ ହୋଇ ପଡ଼ି ରହିଥିଲା ମାଙ୍କଡଟିଏ। ଗାଡ଼ି ମୋଟରରେ ଚାଲି ଯାଉଥିବା ଲୋକମାନେ ଦେଖି ଘଡ଼ିଏ ଅଟକି ଯାଉଥିଲେ। ହେଲେ ମରି ଯାଇଛି...

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ...

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ...

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି।...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri