ଏବେ ଚିନ୍ତାରେ ଭାରତ: ପାଣ୍ଡ୍ୟାଙ୍କ ସ୍ଥାନରେ ଖେଳିବେ…

ପୁଣେ,୨୦।୧୦: ପୁଣେରେ ଖେଳା ଯାଇଥିବା ଭାରତ-ବାଂଲାଦେଶ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ। ଏନେଇ  ଶେଷରେ ତାଙ୍କୁ ମଇଦାନ ଛାଡିବାକୁ ପଡ଼ିଥିଲା।
ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା ବୋଲିଂ ଫଲୋ ଥ୍ରୁରେ ବଲ ରୋକିବାକୁ ପ୍ରୟାସ କରିଥିବା ବେଳେ ତାଙ୍କ ଗୋଇଠି ମୋଡି ହୋଇଯାଇଥିଲା। ଓଭରର ତୃତୀୟ ବଲରେ ଲିଟନ ଦାସଙ୍କର ଏକ ଷ୍ଟ୍ରେଟ ଡ୍ରାଇଭ ରୋକିବା ଚେଷ୍ଟା କରିଥିଲେ ପାଣ୍ଡ୍ୟା। ହେଲେ ବଲ ରୋକିପାରି ନଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖୁବ୍‌ ବେଶି ଆଘାତ ହୋଇଥିଲା।  ଓଭରର ଆଉ ୩ଟି ବଲ ବାକିଥିବା ବେଳେ ପାଣ୍ଡ୍ୟା  ବଲ୍‌ ପକାଇବାକୁ ଅସମର୍ଥ ହୋଇଥିଲେ। ଏହି ସମୟରେ  ବାକି ୩ଟି ବଲ ଅଧ୍ୟିନାୟକ ରୋହିତ ସର୍ମା ବିରାଟ କୋହିଲିଙ୍କୁ ପକାଇବା ପାଇଁ ଅନୁମତି ଦେଇଥିଲେ। ତେବେ ବର୍ତ୍ତମାନ ଭାରତ ପାଇଁ ସବୁଠାରୁ ବଡ  ଚିନ୍ତାର କାରଣ ହୋଇଛି, ଯେ ପାଣ୍ଡ୍ୟାଙ୍କ ସ୍ଥାନରେ ଭାରତ ପାଇଁ କିଏ ଖେଳିବେ। ତେବେ ଏ ନେଇ କିଛି ନିଷ୍ପତ୍ତି ହୋଇ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦର ସହର ପାରାଦୀପ

ବର୍ଷତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି ଓଡ଼ିଶାର ପ୍ରସିଦ୍ଧ ବନ୍ଦର ସହର ପାରାଦୀପ। ଜଗତ୍‌ସି ଜିଲାର ଏହି ସହରର ପ୍ରମୁଖ ଆକର୍ଷଣ ହେଉଛି ପଣ୍ୟବାହୀ ଜାହାଜ, ମହାନଦୀ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଭାରତୀୟ ଖାଦ୍ୟ ଅପରିଷ୍କାର କହିଲେ ଅଷ୍ଟ୍ରେଲୀୟ ୟୁଟ୍ୟୁବର

ନୂଆଦିଲ୍ଲୀ,୧୯ା୯: ଅଷ୍ଟ୍ରେଲୀୟ ୟୁଟ୍ୟୁବର ସିଡ୍‌ନୀ ଓ୍ବାଟ୍‌ସନ୍‌ ଭାରତୀୟ ବ୍ୟଞ୍ଜନକୁ ଅପରସ୍କାର ଆଖ୍ୟା ଦେଇ ବିବାଦୀୟ ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କ ପୋଷ୍ଟ ଝଡ଼ ସୃଷ୍ଟି କରିଛି।...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri