ଏନ୍‌ପିଏସ୍‌ ଟ୍ରଷ୍ଟର କାର୍ଯ୍ୟାଳୟ ପରିସର ଉଦ୍‌ଘାଟିତ

ଭୁବନେଶ୍ୱର,୪।୩: ଦେଶର ପ୍ରମୁଖ ନିୟାମକ ସଂସ୍ଥା ତଥା ପେନ୍‌ସନ ଫଣ୍ଡ ରେଗୁଲାଟେରି ଆଣ୍ଡ ଡେଭଲପମେଣ୍ଟ ଅଥରଟି (ପିଏଫ୍‌ଆର୍‌ଡିଏ) ଅଧୀନରେ ଥିବା ନ୍ୟାଶନାଲ ପେନ୍‌ସନ ସିଷ୍ଟମ (ଏନ୍‌ପିଏସ୍‌) ଟ୍ରଷ୍ଟର ନୂତନ କାର୍ଯ୍ୟାଳୟ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଓ୍ବାଲର୍ଡ ଟ୍ରେଡ୍‌ ସେଣ୍ଟର କମ୍ପ୍ଲେକ୍ସ ନାରୁଜିନଗର ନୂଆଦିଲ୍ଲୀଠାରେ ଏନ୍‌ପିଏସ୍‌ ଟ୍ରଷ୍ଟର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଏହି ଅବସରରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡ. ଭଗଓ୍ବତ କରାଡ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥ ସଚିବ ଡ. ବିବେକ ଜୋଷୀ,ପିଏଫ୍‌ଆର୍‌ଡିଏର ଅଧ୍ୟକ୍ଷ ଡ. ଦୀପକ ମହାନ୍ତି ଏବଂ ଏନ୍‌ପିଏସ୍‌ ଟ୍ରଷ୍ଟର ଚେୟାରମ୍ୟାନ ଓ୍ବାଇ. ଭେଙ୍କଟ ରାଓ ପ୍ରମୁଖ ବିଶେଷ ଅତିଥି ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷ ଆଇନ କେତେ ଜରୁରୀ

ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ...

ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର

ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍‌ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ...

ଖବର ପ୍ରକାଶ ପରେ ସମସ୍ୟା ସମାଧାନ ହେଲା

ମୋହନା,୧୪ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂର ରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ଗୋଟିଏ ମାତ୍ର...

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର

ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ...

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image