Posted inଜାତୀୟ

ଚିତ୍ରାଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୭।୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ପୂର୍ବତନ ସିଇଓ ଚିତ୍ରା ରାମକୃଷ୍ଣଙ୍କ ସମସ୍ୟା ବଢିଛି। ଠକେଇ ଓ ହିମାଳୟର ଜଣେ ତଥାକଥିତ ଯୋଗୀଙ୍କୁ ତଥ୍ୟ ପ୍ରଦାନ ଘଟଣାରେ ଗିରଫ ହୋଇଥିବା ଚିତ୍ରାଙ୍କୁ ସୋମବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା। ଏବେ ତାଙ୍କୁ ୭ ଦିନିଆ ସିବିଆଇ ରିମାଣ୍ଡରେ ପଠାଯାଇଛି। ଏହା ସହିତ ଦିଲ୍ଲୀର ଏକ କୋର୍ଟ ଏନ୍‌ଏସ୍‌ଇର ଗ୍ରୁପ ଅପରେଟିଂ ଅଫିସର ଆନନ୍ଦ ସୁବ୍ରମଣ୍ୟମଙ୍କ ସିବିଆଇ ହେପାଜତକୁ ମାର୍ଚ୍ଚ ୯ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫେବୃୟାରୀ ୨୫ରେ ତାଙ୍କୁ ଏହି ମାମଲାରେ ଗିରଫ କରାଯାଇଥିଲା। କୋର୍ଟ ଚିତ୍ରାଙ୍କୁ ରିମାଣ୍ଡରେ ପଠାଇବା ବେଳେ କେତେକ ସର୍ତ୍ତ ରଖିଛନ୍ତି। ସିବିଆଇ ତାଙ୍କୁ ଜେରା ବେଳେ ଉକ୍ତ ପ୍ରକୋଷ୍ଠରେ ସିସିଟିଭି ଲଗାଇବ। ପୂରା ଜେରା ପ୍ରକ୍ରିୟା ସିସିଟିଭିରେ ରେକର୍ଡ କରାଯିବ। ଚିତ୍ରାଙ୍କୁ ତାଙ୍କ ଓକିଲ ସବୁଦିନ ସା ବେଳେ ଭେଟିପାରିବେ। ସେହିପରି ପ୍ରତି ୨୪ ଘଣ୍ଟାରେ ଥରେ ସିବିଆଇ ପକ୍ଷରୁ ଚିତ୍ରାଙ୍କ ମେଡିକାଲ ଟେଷ୍ଟ କରାଯିବ ବୋଲି କୋର୍ଟ କହିଛନ୍ତି।
ଚିତ୍ରା ରାମକୃଷ୍ଣ ଏପ୍ରିଲ ୨୦୧୩ ରୁ ଡିସେମ୍ବର ୨୦୧୬ ପର୍ଯ୍ୟନ୍ତ ଏନ୍‌ଏସ୍‌ଇର ସିଇଓ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲିଦେବା ପରେ ଦେଖିବାକୁ ଗଲେ ରାହୁଲ, ଆଉ ତା’ ପରେ…

ନୂଆଦିଲ୍ଲୀ,୧୯ା୧୨: ସଂସଦ ଭବନ ପରିସରରେ ହୋଇଥିବା ଉତ୍ତେଜନାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି ଅଭିଯୋଗ କରିଛି ଯେ, ବିରୋଧୀ ଦଳର...

ପ୍ରତାପ ଷଡଙ୍ଗୀଙ୍କୁ ଧକ୍କା ଦେବା ଘଟଣା! ରାହୁଲଙ୍କୁ ହେବ କି ଜେଲ୍‌…

ନୂଆଦିଲ୍ଲୀ,୧୯।୧୨: ସଂସଦ ପରିସରରେ ଖଣ୍ଡଯୁଦ୍ଧକୁ ନେଇ ରାଜନୀତି ଉଠୁଛି ପଡୁଛି। ଏବେ ଭାଜପା ଲୋକ ସଭା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଏଫଆଇଆର...

‘ରାହୁଲ ମୋ ପାଖକୁ ଆସିଲେ, ଆଉ…’ କଂଗ୍ରେସ ଏମ୍‌ପିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୯।୧୨: ବିରୋଧୀ ତଥା ଶାସକ ଦଳର ଏମ୍‌ପିମାନେ ଗୁରୁବାର ବାବାସାହେବ ଆମ୍ବେଦକରଙ୍କ ପ୍ରସଙ୍ଗରେ ସଂସଦ ପରିସରରେ ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ଠେଲାପେଲାରେ ଭାଜପା ଏମ୍‌ପି...

ରାହୁଲଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ଗୁଣ୍ଡା…

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ...

ସଂସଦରେ ଖଣ୍ଡଯୁଦ୍ଧ: ଡାକ୍ତର କହିଲେ ନନାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ...

ଅଭିଯୋଗର ଜବାବ ରଖିଲେ ରାହୁଲ, କହିଲେ ଭାଜପା ନେତା ଆମକୁ ଅଟକାଇଥିଲେ…

ନୂଆଦିଲ୍ଲୀ,୧୯।୧୨: ପାର୍ଲାମେଣ୍ଟ ହାଉସ କମ୍ପ୍ଲେକ୍ସରେ ଭାଜପା ଏମପିଙ୍କ ସହ ଝଗଡ଼ା ହେବାର ଅଭିଯୋଗକୁ ନେଇ କଂଗ୍ରେସ ପୁଣି ଥରେ ପ୍ରତିକ୍ରିୟା ଦେଇଛି। କଂଗ୍ରେସ ଏମପି ପ୍ରିୟଙ୍କା...

ନନାଙ୍କୁ ଠେଲିଦେଲେ ରାହୁଲ! କଂଗ୍ରେସ ଏମପିଙ୍କ ନାଁରେ ହେବ ଏଫଆଇଆର

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନ ର୍ନିମାତା ବି.ଆର୍‌ ଆମ୍ବେଦକରଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହି ପ୍ରସଙ୍ଗରେ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ସ୍ଥିତି ଏପରି ହୋଇଛି ଯେ ସଂସଦରେ...

ସଂସଦ କୌଣସି କୁସ୍ତିଯୁଦ୍ଧର ସ୍ଥାନ ନୁହେଁ, ଯଦି ଆମ ନେତାମାନେ ରାହୁଲଙ୍କୁ…

ନୂଆଦିଲ୍ଲୀ,୧୯ା୧୨: ସଂସଦ ଭବନ ପରିସରରେ ଚାଲିଥିବା କଳହକୁ ନେଇ ରାଜନୀତି ତୀବ୍ର ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାର ଦୁଇ ଏମ୍‌ପିଙ୍କୁ ଠେଲି ଦେଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri