Posted inଫୁରସତ

ନମ୍ବର ଓ୍ବାନ୍‌ ଯୋଗାଡ଼: ବାଇକ୍‌ରେ କାରଭଳି ଅନୁଭବ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ  କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ ଦେଶୀ ଯୋଗାଡ଼ର ଅନେକ ଭିଡିଓ ରହିଛି। ସ୍ବଦେଶୀ ଜ୍ଞାନକୌଶଳ  ବ୍ୟବହାର କରାଯାଇ ଅନେକ କାର୍ଯ୍ୟ ସହଜରେ ହୋଇପାରୁଛି।  ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ,  ବାଇକ୍‌ରେ  କାର୍‌ ଷ୍ଟାଇଲ ଭଳି ଏକ୍ସିଲେଟର  ଲଗାଯାଇଛି।  ଏ ନେଇ  ଏକ୍ସିଲେଟର ତାରକୁ ଏକ କ୍ଲଚ ବ୍ରେକ୍‌ ଲିଭର ସେଟ ସହିତ ସଂଯୋଗ କରି ପାଦ ରଖୁଥିବା ସ୍ଥାନରେ ଫିଟ୍‌ କରାଯାଇଛି।  ପରେ ବ୍ୟକ୍ତି ଜଣଙ୍କ ଆକ୍ସିଲେଟରେ ଦବାଉଥିବା ଦେଖାଯାଛଉଛି।
ବ୍ୟକ୍ତି ଜଣକ ହାତରେ ଏକ୍ସିଲେଟରକୁ ବୁଲାଉଥିବା ଦେଖାଯାଏ। ପରେ ପାଦରେ ଲିଭର ସେଟ ବ୍ୟବହାର କରି ବାଇକର ଗତି ବଢ଼ାଉଛନ୍ତି। ଅନେକ ଲୋକ ଏହି ଯୋଗାଡକୁ ପସନ୍ଦ କରିଥିଲେ। ଏହା ଭିନ୍ନକ୍ଷମଙ୍କ ପାଇଁ ଅତ୍ୟନ୍ତ ଉପଯୋଗୀ ବୋଲି କେତେଜଣ ପ୍ରତିକ୍ରିୟା ଦେଇଛନ୍ତି। କେହେି କେହି ଏହାକୁ କାରର ଅନୁଭବ ବୋଲି ମଧ୍ୟ କହିଛନ୍ତି।

 

View this post on Instagram

 

A post shared by Rdx Chhoti (@rdx____chhoti_______785)


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଛୋଟ ର୍ୟୁବିକ୍‌ କ୍ୟୁବ୍‌

ର୍ୟୁବିକ୍‌ କ୍ୟୁବ୍‌ ଏକ ବ୍ରେନ୍‌ ଗେମ୍‌। ଏହାକୁ ସଲ୍‌ଭ କରିବା ଏତେଟା ସହଜ ନୁହେଁ। ତେଣୁ ଅନେକେ ଏହାକୁ ସଲ୍‌ଭ କରିବା ଲାଗି ହାତରେ କ୍ୟୁବ୍‌...

କଖାରୁରେ ଚଢ଼େଇ

କଖାରୁ ଖାଇବାକୁ ହୁଏତ ଅନେକଙ୍କୁ ଭଲ ନ ଲାଗିପାରେ। ହେଲେ କଖାରୁରେ ତିଆରି ଏହି କାରିଗରି ନିଶ୍ଚିତଭାବେ ସମସ୍ତଙ୍କୁ ଭଲ ଲାଗିବ। ବୁଲଗେରିଆର ଫୁଡ୍‌ ଆର୍ଟିଷ୍ଟ...

ମରୁଭୂମିରେ ବାହାରିଛି ହାତ

ଉତ୍ତର ଚିଲିରେ ଥିବା ଆଟାକାମା ମରୁଭୂମି ହେଉଛି ପୃଥିବୀର ସବୁଠାରୁ ଶୁଷ୍କ ମରୁଭୂମି। ଏଠାରେ ବହୁତ କମ୍‌ ବର୍ଷା ହୁଏ। ୨୫ ବର୍ଷ ପୂର୍ବରୁ ଏହି...

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ...

ନିଆରା ଦୀପାବଳି

କେବଳ ଦୀପ ଓ ଆତସବାଜିରେ ସୀମିତ ନୁହେଁ। ଭାରତର ବିଭିନ୍ନ ସ୍ଥାନରେ ବେଶ୍‌ ନିଆରା ଢଙ୍ଗରେ ବି ଏହାର ପାଳନ କରାଯାଇଥାଏ .. ଦୀପାବଳିର ଆଲୋକମାଳା...

ଏମିତି କଲେ ଘର ପାଇଁ ଅମଙ୍ଗଳ, ଜାଣନ୍ତୁ କ’ଣ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ଖାସ୍‌ କାର୍ଯ୍ୟ ରହିଛି, ଯାହାକୁ କରିବା ଦ୍ୱାରା ଘରର ଅମଙ୍ଗଳ ହେବା ସହ ଉନ୍ନତି ପଥରେ ବାଧା ଉପୁଜିଥାଏ। ଯେମିତିକି:...

ମହିଳାଙ୍କୁ ନ୍ୟାୟ ଦେଉଛି ଛାଡ଼ପତ୍ର ମନ୍ଦିର

ଟୋକିଓ: ଜାପାନର କାମାକୁରା ସହରସ୍ଥିତ ମତ୍ସୁଗାଓକା ଟୋକେଇଜି ମନ୍ଦିରକୁ ଛାଡ଼ପତ୍ର ମନ୍ଦିର ବୋଲି ମଧ୍ୟ କୁହାଯାଏ। ବୈବାହିକ ଜୀବନରେ ବିଭିନ୍ନ ଅସୁବିଧା ଏବଂ ନିର୍ଯାତନାର ସମ୍ମୁଖୀନ...

ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ କେମିତି କରିବେ ସନ୍ତୂଷ୍ଟ, ଜାଣନ୍ତୁ

ଘରର ସୁଖଶାନ୍ତି ବୃଦ୍ଧି ପାଇଁ ଅନେକେ ଦୀପାବଳି ଦିନ ମାତା ଲକ୍ଷ୍ମୀଙ୍କର ପୂଜା କରିଥାନ୍ତି। ମା’ଙ୍କୁ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିବା ସହ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri