Posted inଖେଳ

ତୃତୀୟ ଟେଷ୍ଟରେ ଭାରତୀୟ କ୍ରିକେଟରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିବେ କି ପ୍ରୀତି ଜିଣ୍ଟାଙ୍କ ଏହି ବ୍ୟାଟ୍ସମ୍ୟାନ! ୪୮ ବଲ୍‌ରେ ମାରିଛନ୍ତି ଶତକ

ଲଣ୍ଡନ,୧୯।୮: ଭାରତ ବିପକ୍ଷରେ ଲର୍ଡସ ଟେଷ୍ଟରେ ଶୋଚନୀୟ ଭାବେ ପରାସ୍ତ ହେବା ପରେ ଘରୋଇ ଇଂଲଣ୍ଡ ଟିମ୍‌ ନିଜ ବ୍ୟାଟିଂ ସଜାଡ଼ିବା ଆରମ୍ଭ କରିଛି। ଟି-୨୦ ସ୍ପେଶାଲିଷ୍ଟ କୁହାଯାଉଥିବା ଡଓ୍ବେିଡ ମଲାନଙ୍କୁ ଦଳରେ ସାମିଲ କରାଯାଇଛି। ସେ ଲଗାତାର ଭାବେ ଖରାପ ପ୍ରଦର୍ଶନ କରିଆସୁଥିବା ଡୋମିନିକ୍‌ ସିବ୍ଲିଙ୍କ ସ୍ଥାନ ନେଇଛନ୍ତି। ଏହାଛଡ଼ା ଦଳ ଷ୍ଟୁଆର୍ଟ ବ୍ରଡଙ୍କ ସ୍ଥାନରେ ଦ୍ରୁତ ବୋଲର ସାକିବ ମହମୁଦଙ୍କୁ ସାମିଲ କରିଛି। ଆହତ ସମସ୍ୟା ସତ୍ତ୍ୱେ ମାର୍କ ଉଡଙ୍କୁ ଦଳରେ ପୁର୍ବବତ ଅଛନ୍ତି। ଆସନ୍ତା ଅଗଷ୍ଟ ୨୫ରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ପୂର୍ବରୁ ସେ ସୁସ୍ଥ ହୋଇଯିବେ ବୋଲି ଆଶା ରହିଛି।

କହିରଖୁଛୁ, ଆଇପିଏଲ୍‌ରେ ପଞ୍ଜାବ କିଙ୍ଗ୍ସ ତରଫରୁ ଖେଳୁଥିବା ମଲାନ ତିନି ବର୍ଷ ପରେ ଟେଷ୍ଟ କ୍ରିକେଟକୁ ଫେରୁଛନ୍ତି। ସେ ଶେଷ ଥର ପାଇଁ ୨୦୧୮ରେ ଭାରତ ବିପକ୍ଷରେ ଟେଷ୍ଟ ଖେଳିଥିଲେ। ଉକ୍ତ ମ୍ୟାଚ୍‌ରେ ଇଂଲଣ୍ଡ ଜିତିଥିଲା। ଏଯାବତ ତାଙ୍କ କ୍ୟାରିୟରରେ ସେ ମୋଟ ୧୫ ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି। ଏହାର ୨୬ ପାଳିରେ ସେ ୭୨୪ ରନ୍‌ କରିଛନ୍ତି। ତାଙ୍କର ସର୍ବାଧିକ ସ୍କୋର ୧୪୦ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri