ଆମେରିକା ରାଷ୍ଟ୍ରପତିଙ୍କ ଶତ୍ରୁ ସାଜିଲେ ବନ୍ଧୁ ଓବାମା

ଓ୍ବାଶିଂଟନ୍‌,୧୯।୭: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନଙ୍କ ପ୍ରାର୍ଥୀତ୍ୱକୁ ନେଇ ପ୍ରଶ୍ନ ବଢୁଛି। ୱାଶିଂଟନ ପୋଷ୍ଟ ଅନୁଯାୟୀ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ମଧ୍ୟ ବାଇଡେନଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି। ଓବାମା ତାଙ୍କ ସହାୟକମାନଙ୍କୁ କହିଛନ୍ତି, ବାଇଡେନ ନିଜେ ପୁନବିର୍ଚାର କରିବା ଆବଶ୍ୟକ। ବର୍ତ୍ତମାନ ସୁଦ୍ଧା ଏହି ପ୍ରସଙ୍ଗରେ ଓବାମାଙ୍କ ତରଫରୁ କୌଣସି ଟୁଇଟ୍‌ କିମ୍ବା ବିବୃତ୍ତି ମିଳିନାହିଁ।
ୱାଶିଂଟନ ପୋଷ୍ଟ ଓବାମାଙ୍କ ସହ ଜଡିତ ଲୋକଙ୍କ ଉଦ୍ଧେଶ୍ୟରେ କହିଛି, ଜୋ ବାଇଡେନଙ୍କ ବିଜୟର ରାସ୍ତା ସଂକୀର୍ଣ୍ଣ ହୋଇଛି। ତାଙ୍କ ପ୍ରାର୍ଥୀତ୍ୱର ସମ୍ଭାବନାକୁ ଗମ୍ଭୀରତାର ସହ ବିଚାର କରିବା ଉଚିତ୍‌। ଏହି ରିପୋର୍ଟରେ ଏହା ମଧ୍ୟ ସ୍ପଷ୍ଟ ହୋଇଛି ଯେ ଓବାମାଙ୍କ ତରଫରୁ ତୁରନ୍ତ କୌଣସି ମନ୍ତବ୍ୟ ଆସିନାହିଁ।
ଓବାମା ୨୦୦୯ ରୁ ୨୦୧୭ ପର୍ଯ୍ୟନ୍ତ ଆମେରିକାର ରାଷ୍ଟ୍ରପତି ଥିଲେ, ସେତେବେଳେ ଜୋ ବାଇଡେନ ଡେମୋକ୍ରାଟିକ ପାର୍ଟିର ଉପରାଷ୍ଟ୍ରପତି ଥିଲେ ଏବଂ ଦଳରେ ସେ ବହୁତ ପ୍ରଭାବଶାଳୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ...

‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ...

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର...

ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…

ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ।...

ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା

ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି

ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ...

“ଟଙ୍କା ନଷ୍ଟ କରିବାକୁ ଚାହୁଁନାହିଁ”: କ୍ୟାନସରେ ପୀଡିତ ବ୍ୟକ୍ତି ସ୍ତ୍ରୀ’ଙ୍କୁ ହତ୍ୟା କରି ନିଜେ କଲେ ଆତ୍ମହତ୍ୟା

ଗାଜିଆବାଦ, ୧୭ା୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଜଣେ ରିଅଲ୍ ଇଷ୍ଟେଟ୍ ଡିଲର ବୁଧବାର ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image