ବାରବାଟୀରେ ମ୍ୟାଚ୍‌ ବେଳେ ଫ୍ଲଡ ଲାଇଟ ଲିଭିବା ଘଟଣା: ଉତ୍ତର ରଖିଲା OCA

ଭୁବନେଶ୍ୱର,୨୩।୨: କଟକ ବାରବାଟୀ ଷ୍ଟାଡିୟମରେ ଗତ ୯ତାରିଖରେ ଭାରତ -ଇଂଲଣ୍ଡ ମ୍ୟାଚ୍‌ ବେଳେ ଫ୍ଲଡ ଲାଇଟ ଲିଭିଯାଇଥିଲା। ଫଳରେ ଖେଳ ଅଧାରୁ ବାଧାପ୍ରାପ୍ତ ହୋଇଥିଲା। ଏନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ OCAକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। ରବିବାର OCA ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ରଖିଛି। ଏଣିକି ମ୍ୟାଚ୍‌ ବେଳେ ଅଧିକ ସତର୍କ ହେବ ବୋଲି OCA ପକ୍ଷରୁ କୁହାଯାଇଛି। ଏପରିକି ପ୍ରତି ଫ୍ଲଡ ଲାଇଟ୍‌ ପାଖରେ ଜେନେରେଟର୍‌ ବ୍ୟବସ୍ଥା କରିବାକୁ OCA ପକ୍ଷରୁ ଉତ୍ତରରେ ଅବଗତ କରାଯାଇଛି।

ସୂଚନା ଯୋଗ୍ୟ, ଭାରତ-ଇଂଲଣ୍ଡ ମ୍ୟାଚ ବେଳେ ହଠାତ୍‌ ଫ୍ଲଡ ଲାଇଟ ଲିଭିଯାଇଥିଲା। ଏହାକୁ ନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ OCAକୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲା। ମ୍ୟାଚ ବେଳେ ଲାଇଟ କାହିଁକି ବନ୍ଦ ହେଲା ତାହାର ଉତ୍ତର ରଖିବାକୁ କୁହାଯାଇଥିଲା। ଏପରିକି ଘଟଣା ପାଇଁ କିଏ ଦାୟୀ ତାକୁ ନେଇ ୧୦ ଦିନରେ ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଅନ୍ୟପକ୍ଷେ ଖେଳ ବାଧାପ୍ରାପ୍ତକୁ ନେଇ ଦର୍ଶକଙ୍କୁ ନିରାଶ ହେବାକୁ ପଡିଥିଲା। ଏପରିକି ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଏଭଳି ତ୍ରୁଟିକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Gold Down: କମିଲା ସୁନାଦର! ଏବେ ସୁନା ଅଳଙ୍କାର ତିଆରି କଲେ GST-ମେକିଂ ଚାର୍ଜ ମିଶାଇ ଦେବାକୁ ପଡିବ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୧୫।୪: ଲଗାତାର ବୃଦ୍ଧି ପରେ ଆଜି ପୁଣି ସୁନା ଦରରେ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ୧୫ ଏପ୍ରିଲରେ ସୁନା ଦର ୨୫୦ ଟଙ୍କା...

୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍‌ଡେଟ୍‌ ସେ...

ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ...

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ...

କ’ଣ ସତରେ ମଣିଷଙ୍କୁ ପଥର କରିଦେବେ ଏଲିଅନ? ଆମେରିକା ଗୁଇନ୍ଦା ଏଜେନ୍ସିର ରିପୋର୍ଟ ଲିକ୍‌

ଆମ ଦୁନିଆ ବ୍ୟତୀତ ଆହୁରି ଅନେକ ଦୁନିଆ ଥାଇପାରେ। ଯାହା ପୂର୍ବରୁ ଅନେକ ଥର ଶୁଣିଛୁ ଏବଂ ଅନେକ ହଲିଉଡ ଚଳଚ୍ଚିତ୍ରରେ ମଧ୍ୟ ଦେଖିଛୁ। ଅନେକ...

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି।...

ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video

ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍‌ ସିଜନ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍‌ରୁ ୨ ମ୍ୟାଚ୍‌ ଦଳ ଜିତିଥିବା ବେଳେ ଆଘାତ...

କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image