ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଓସିଏସ୍‌ ପରୀକ୍ଷା ଫଳ

କଟକ ଅଫିସ, ୭ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାଫଳ ଚଳିତମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ା ଏଥିସହ ସେପ୍ଟେମ୍ବର ତୃତୀୟ ସପ୍ତାହରେ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। ଏନେଇ ବୁଧବାର ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର ଅଧ୍ୟକ୍ଷ ସତ୍ୟଜିତ୍‌ ମହାନ୍ତି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଲେଖିଛନ୍ତି, ୨୦୨୦ ଓସିଏସ୍‌ ଲିଖିତ ପରୀକ୍ଷା ଏହି ସପ୍ତାହାନ୍ତରେ ପ୍ରକାଶ ପାଇବ ା ଏ ସମ୍ପର୍କିତ ଅଧିକ ତଥ୍ୟ ଓପିଏସ୍‌ସି ୱେବ୍‌ସାଇଟ (www.opsc.gov.in)ରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ନେଇ ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୨୬ା୩(ଦିଲ୍ଲୀପ ସାମଲ): ରାଜ୍ୟରେ ମହିଳା ଜାତି ପ୍ରତି ହୋଇଥିବା ଅନ୍ୟାୟ ଓ ଅସାମାଜିକ କାର୍ଯ୍ୟକୁ ପ୍ରଶାସନ ତରଫରୁ ନ୍ୟାୟ ତଥା ସୁରକ୍ଷା ଦେବା ପାଇଁ ଛତ୍ରପୁର...

ଏପ୍ରିଲ ୨ରୁ ଖଡ଼ିଛୁଆଁ, ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କାର୍ଡ ବଣ୍ଟନ କଲେ ସରପଞ୍ଚ, ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୨୬ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଖଡ଼ିଛୁଆଁ ପ୍ରବେଶ ଉତ୍ସ ନିମନ୍ତ୍ରଣ କାର୍ଡ ବଣ୍ଟନ...

ଆଖି ଦେଖାଇଲେ ଅରୁଣ ସାହୁ, କହିଲେ ବିଧାନସଭା ଭିତରେ ପୋଲିସ କାହିଁକି ପୁରେଇଲ…

ଭୁବନେଶ୍ୱର,୨୬।୩: ନିଲମ୍ବନକୁ ନେଇ ବିଧାନସଭା ଭିତରେ ଏବଂ ବାହାରେ ହାଇଡ୍ରାମା । କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ହେବା ପରେ କଂଗ୍ରେସ ସହ ପ୍ରତିବାଦକୁ ଓହ୍ଲାଇଛି...

ଏନ୍‌ସିସି କ୍ୟାଡେଟ୍‌ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୫ ଜଣ ଏନ୍‌ସିସି କ୍ୟାଡେଟ୍‌ ଦିଲ୍ଲୀରେ ୨୦୨୩ରୁ ୨୦୨୫ ମଧ୍ୟରେ ଅନୁଷ୍ଠିତ...

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ...

ସ୍କୁଟିରେ ଯାଉଥିଲେ ଦମ୍ପତି, ଚାପିଦେଲା ଅଟୋ

ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ...

ସାଂଘାତିକ ଅଭିଯୋଗ ଆଣିଲେ ତାରା, କହିଲେ ଥାନାରେ FIR ଦେବି

ଭୁବନେଶ୍ୱର,୨୬।୩: ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି। ସେ ଥାନାରେ FIR ଦେବାକୁ ବାହାରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ‘କଲର ଧରି...

ସିପିଙ୍କ କଲର୍‌ ଟାଣି ଆଣିଲେ କଂଗ୍ରେସ କର୍ମୀ, ରାଜଧାନୀରେ ହଇଚଇ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image