ଡିସେମ୍ବର ୧୫ରେ ଓସିଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର,୭ା୧୧(ଅନୁରାଧା ମହାରଣା): ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ପରୀକ୍ଷା-୨୦୨୩ର ପ୍ରିଲିମ ପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧୫ରେ ଓସିଏସ୍‌ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା କରୁଥିବା ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ସମ୍ପର୍କିତ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.inରେ ଲଗ୍‌ ଅନ୍‌ କରିବାକୁ ଓପିଏସ୍‌ସି ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଟା ଏଣ୍ଟ୍ରି ଅପରେଟରଙ୍କ ଚାକିରି ସଂରକ୍ଷଣ ଓ ନିୟମିତ ମାମଲା: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୭ା୧୧ (କାର୍ତ୍ତିକ ସାହୁ): କମ୍ପ୍ୟୁଟର ପ୍ରୋଗ୍ରାମର ବା ଡାଟା ଏଣ୍ଟ୍ରି ଅପରେଟରଙ୍କ ଲାଗି ୩୦% ସଂରକ୍ଷଣ ଓ ଚାକିରି ନିୟମିତ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତିି।...

ଧାନଫସଲରେ ମାଟି ପୋତିବା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ 

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଚାଷ ହୋଇଥିବା ଧାନଫସଲ ଉପରେ ମାଟି ପୋତିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ...

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ସ୍ମୋକ୍‌ ଆର୍ଟିଷ୍ଟ ଦୀପକ କୁମାର, କହିଲେ ମୁଁ ଏହି…

କଟକ,୬ା୧୧: ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ବାଇଟ୍‌ହାଉସ୍‌କୁ ବୃହତ, ଅଦ୍ୱିତୀୟ ତଥା ଶକ୍ତିଶାଳୀ ରାଜନୈତିକ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନରେ କମଲା ହାରିସ୍‌ଙ୍କୁ ପରାସ୍ତ କରି...

ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି...

ଭବାନୀପାଟଣାରୁ ବିଶାଖାପାଟଣାକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ୍‌

ଭବାନୀପାଟଣା,୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ବିଶାଖାପାଟଣା ମଧ୍ୟରେ ଅତ୍ୟାଧୁନିକ ଜଗନ୍ନାଥ ଏକ୍ସପ୍ରେସ୍‌ ଭଲ୍‌ବୋ ବସ୍‌ ସେବାର ଶୁଭାରମ୍ଭ ହୋଇଛି। ବୁଧବାର ଅପରାହ୍ନରେ ପତାକା...

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର,୬।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି...

ନିୟନ୍ତ୍ରଣକୁ ଆସିବ ‘ମୋ ବସ୍‌’ର ବେଗ, ଲାଗିବ ସ୍ପିଡ୍‌ ଗଭର୍ଣ୍ଣର

ଭୁବନେଶ୍ୱର,୬।୧୧: ସହର ଭିତରେ ଚାଲୁଥିବା ‘ମୋ ବସ୍‌’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି ନିଆଯାଇଛି। ଏ ମ୍ପର୍କରେ ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର...

ଇଞ୍ଜିନିୟରିଂ କଲେଜରେ ର଼୍ୟାଗିଂ ଅଭିଯୋଗ: ଜୁନିୟର ଛାତ୍ରଙ୍କୁ ଆକ୍ରମଣ କଲେ ସିନିୟର, ୫ ଅଟକ

କେନ୍ଦୁଝର,୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରି କଲେଜ(ଜିସିଇ)ରେ ମାଇନିଂ ଇଞ୍ଜିନିୟରିଂ ବିଭାଗର ଜଣେ ଜୁନିୟର ଛାତ୍ରଙ୍କୁ ଉକ୍ତ ବିଭାଗର ସିନିୟର ଛାତ୍ରମାନେ ଆକ୍ରମଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri