ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

୨୨।୧୦:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍‌ ମାଧୋସିଂ ହାତଖର୍ଚ୍ଚ ବୃଦ୍ଧି ଯୋଜନା ଶୁଭାରମ୍ଭ କରିବେ। ଏହା ସହ ୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ସହ ଓଡ଼ିଆ ଅସ୍ମିତାକେନ୍ଦ୍ରର  ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
ଏହା ପୂର୍ବରୁ ମୋଦି ସେଷ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିଥିଲେ। ଭୁବନେଶ୍ୱରରେ ପହଞ୍ଚି ଗାଡ଼କଣ ବସ୍ତି ଯାଇଥିଲେ ସେଠାରେ ମହିଳାଙ୍କ ଠାରୁ କ୍ଷୀରୀ ଖାଇଥିଲେ । ପରେ ଶୁଭଦ୍ରା ଯୋଜନା ସୁଭାରମ୍ଭ କରି ଦିଲ୍ଲୀ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…

ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ...

ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି...

ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା...

Featured Video Play Icon

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା...

ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍‌

ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ...

Featured Video Play Icon

ବାତ୍ୟା ପୂର୍ବରୁ ଆଳୁ ଗାଏବ୍‌

ସମ୍ଭାବ୍ୟ ବାତ୍ୟା ଦାନା ପୂର୍ବରୁ ଜଟଣୀ ପରିବା ବଜାରରୁ ଆଳୁ ଉଭାନ । ଯେଉଁ କିଛି ଆଳୁ ମହଜୁଦ ରହିଛି ଚଡ଼ା ଦରରେ ବିକ୍ରି କରୁଛନ୍ତି...

ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ...

ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର

ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri