ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ ଟିକେଟ୍‌ ଦେଇଛି। ସେହିପରି କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଥିବା ଗଣେଶ୍ୱର ବେହେରାଙ୍କୁ ଦଳ ଭରସା କରିଛି।

ବର୍ଷାଙ୍କୁ ବିଜେଡି ବଡଚଣାରୁ ଟିକେଟ୍‌ ଦେଇଛି। ଦଳରେ ଯୋଗଦେବା ପରେ ତାଙ୍କୁ ଟିକେଟ୍‌ ମିଳିବା ନେଇ ଖୁବ୍‌ ଚର୍ଚ୍ଚା ହେଉଥିଲା। ତେବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ବଡଚଣାରୁ ଟିକେଟ୍‌ ଦେଇଛନ୍ତି। ସେହିପରି ଗଣେଶ୍ୱରଙ୍କୁ କେନ୍ଦ୍ରାପଡାରୁ ଟିକେଟ୍‌ ମିଳିଛି। ଚିଲିକାରୁ ରଘୁନାଥ ସାହୁ, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ ଦେଇଛି। ଏହି କ୍ରମରେ ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ବିଜେଡି ମଇଦାନକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri