ମାଉଣ୍ଟ ଏଲ୍‌ବୃସ୍‌ ଚଢ଼ିଲେ ଓଡ଼ିଆ ଯୁବକ

ଭବାନୀପାଟଣା,୧୮।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ଦେପୁର ଗ୍ରାମର ଯୁବ ପର୍ବତାରୋହୀ ରାହୁଲ ପଧାନ ଇଉରୋପ ମହାଦେଶର ୫୬୪୨ ମିଟର ବିଶିଷ୍ଟ ଉଚ୍ଚତମ ଶୃଙ୍ଗ ମାଉଣ୍ଟ ଏଲ୍‌ବୃସ୍‌ ଚଢି ଜିଲା ପାଇଁ ଗୌରବ ଆଣିଛନ୍ତି।

ଗତ ୧୪ ତାରିଖ ଅପରାହ୍ନ ୨ଟାରେ ସେ ଇଉରୋପର ଟ୍ରେସକଲ ଗ୍ରାମରୁ ମାଉଣ୍ଟ ଏଲ୍‌ବୃଷ୍‌ ଅଭିମୁଖେ ଯାତ୍ରା କରିଥିଲେ। ଦିନକ ପରେ ଅର୍ଥାତ ଅଗଷ୍ଟ ୧୫ ତାରିଖ ୧୦ ଟାରେ ମାଉଣ୍ଟ ଏଲ୍‌ବୃସ୍‌ର ଶିଖରରେ ପହଞ୍ଚି ଜାତୀୟ ପତକା ଉଡାଇଥିଲେ। ମାଉଣ୍ଟ ଏଲ୍‌ବୃସ୍‌ ଚଢିବା ପରେ ତାଙ୍କ ନିଜ ଗ୍ରାମ ଓ ଜିଲାବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଜିଲାର ବିଭିନ୍ନ ବର୍ଗର ଲୋକେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଗାମୀ ଦିନରେ ପୃଥିବୀର ଅନ୍ୟ ୬ଟି ମହାଦେଶର ୬ ଉଚ୍ଚତମ ଶୃଙ୍ଗ ଆରୋହଣ କରିବାର ଲକ୍ଷ୍ୟ ରହିଛି ବୋଲି ରାହୁଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ...

ଟଳିନି ବିପଦ: ଗାଁରେ ପଶିଲା ବନ୍ୟାଜଳ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ) ବାତ୍ୟା ଦାନା ପରେ ବାଲେଶ୍ୱରରେ ଲାଗିରହିଛି ଲଗାଣ ବର୍ଷା l ଉପରମୁଣ୍ଡରୁ ପ୍ରବଳ ବର୍ଷା ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ହୋଇ...

ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୬।୧୦: ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ...

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ...

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ...

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri